ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ,ଏହି ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା
ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାରେ ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଗତକାଲି ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଏହି ସୂଚନା ଦେଇଛନ୍ତି । ବର୍ଷା ଓ ଜଳବନ୍ଦୀ ଘଟଣାକୁ…