ଦି କେରଳ ଷ୍ଟୋରି ୨- ଗୋଜ୍‌ ବିୟଣ୍ଡ’ ଚଳଚ୍ଚିତ୍ରର ମୁକ୍ତିଲାଭ ଉପରେ ରୋକ ଲଗାଇଲେ କେରଳ ହାଇକୋର୍ଟ 

ଦି କେରଳ ଷ୍ଟୋରି ୨- ଗୋଜ୍‌ ବିୟଣ୍ଡ’ ଚଳଚ୍ଚିତ୍ରର ମୁକ୍ତିଲାଭ ଉପରେ କେରଳ ହାଇକୋର୍ଟ  ଅନ୍ତରୀଣ ସ୍ଥଗିତାଦେଶ ଲଗାଇଛନ୍ତି । ଉକ୍ତ ଚଳଚ୍ଚିତ୍ରକୁ ସେନ୍‌ସର ବୋର୍ଡ ସାର୍ଟିଫିକେଟ ଦେବାବେଳେ ଠିକ୍‌ଭାବେ ବିଚାର କରି ନ ଥିବା ଅନୁଧ୍ୟାନରୁ ଜଣାପଡ଼ିଥିବା ଜଷ୍ଟିସ୍‌ ବେଚୁ କୁରିଅନ୍‌ ଥୋମାସ୍‌…

ତାଲିବାନ ବିରୋଧରେ ଯୁଦ୍ଧ ଘୋଷଣା କଲା ପାକ୍ , ସୂଚନା ଦେଲେ ପ୍ରତିରକ୍ଷା ମନ୍ତ୍ରୀ ଖାଓ୍ୱାଜା ଆସିଫ୍

ଆଫଗାନିସ୍ତାନ ପାକିସ୍ତାନ ମଧ୍ୟରେ ଘମାଘୋଟ ଲଢେଇ । ଗୁରୁବାର ପାକିସ୍ତାନ ସୀମାରେ ଭୟଙ୍କର ଆକ୍ରମଣ କରିଛି ଆଫଗାନିସ୍ତାନ । ଏକାଧିକ ପାକ୍ ପୋଷ୍ଚ୍ କୁ ଧ୍ୱଂସ କରିଦେଇଛି । ଯେଉଁଥିଲେ ପାକ୍ ଆର୍ମୀର ଅନେକ ଯବାନ ପ୍ରାଣ ହରାଇଥିବା ସୂଚନା ମିଳିଛି । ସେପଟେ ପାକିସ୍ତାନ ମଧ୍ୟ ପାଲଟା ଜବାବ…

କୋଲକାତାରେ ଶକ୍ତିଶାଳୀ ଭୂକମ୍ପ,ତୀବ୍ରତା ୫.୪  ରେକର୍ଡ

କୋଲକାତାରେ ଶକ୍ତିଶାଳୀ ଭୂକମ୍ପ । ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା ସମେତ ରାଜ୍ୟର ବିଭିନ୍ନ ଜିଲାରେ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୪  ରେକର୍ଡ କରାଯାଇଛି…

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ ‘X’ରେ ପୋଷ୍ଟ…

ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ

ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ମାଟ୍ରିକ ଫଳାଫଳ । ମାର୍ଚ୍ଚ ୧୯ରୁ ଆରମ୍ଭ ହେବ ମୂଲ୍ୟାୟନ । ୫୧ ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ମାଟ୍ରିକ ଖାତା ଦେଖା । ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଚଳିତ ବର୍ଷ ରାଜ୍ୟର…

ମଦ ଦୁର୍ନୀତିରେ କେଜରିୱାଲ ଓ ମନୀଷ ସିସୋଦିଆ ନିର୍ଦ୍ଦୋଷରେ ଖଲାସ

ବହୁ ଚର୍ଚ୍ଚିତ ଦିଲ୍ଲୀ ମଦ ନୀତି ମାମଲାରେ ରାୟ ଶୁଣାଇଛନ୍ତି ରାଉଜ୍ ଆଭେନ୍ୟୁ କୋର୍ଟ । ମଦ ଦୁର୍ନୀତିରେ କେଜରିୱାଲ ଓ ମନୀଷ ସିସୋଦିଆ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ପ୍ରମାଣ ଅଭାବରୁ ଅରବିନ୍ଦ କେଜରିୱାଲ ଏବଂ ମନୀଷ ସିସୋଦିଆ ଖଲାସ । ସିବିଆଇକୁ ଭର୍ତ୍ସନା କଲେ କୋର୍ଟ । କୋର୍ଟ ତାଙ୍କ…

ବିଶେଷଜ୍ଞ ମତରେ ମୁଲତାନି ମାଟି

ଲୋକମାନେ ଏବେ ପୁଣି ଥରେ ଚର୍ମ, କେଶ ଏବଂ ସ୍ୱାସ୍ଥ୍ୟ ପାଇଁ ପ୍ରାକୃତିକ ଉପଚାର ଉପରେ ନିର୍ଭର କରୁଛନ୍ତି। ସଠିକ୍ ଭାବରେ ବ୍ୟବହାର କଲେ, ଏଗୁଡ଼ିକର ସର୍ବନିମ୍ନ ପାର୍ଶ୍ୱ ପ୍ରତିକ୍ରିୟା ହୁଏ । ଏପରି ଏକ ପ୍ରାକୃତିକ ଉପାଦାନ ହେଉଛି ମୁଲତାନି ମିଟ୍ଟି, ଯାହାକୁ ବର୍ଷ ବର୍ଷ ଧରି ଚର୍ମ ଯତ୍ନରେ…

ଆଜି ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡାକରା

ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡାକରା । ଅପରାହ୍ନ ୫ଟାରେ ନବୀନ ନିବାସରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟସଭା ନିର୍ବାଚନକୁ ନେଇ ବୈଠକରେ ହେବ ମାନସ ମନ୍ଥନ ।ଖବର ଅନୁଯାୟୀ, ରାଜ୍ୟସଭା…

ବଢ଼ିବ ଗରମ, ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ

ବଢ଼ିବ ଗରମ । ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ ଆସନ୍ତା ୩ ଦିନ ଭିତରେ। ଆଗାମୀ ଦୁଇ ସପ୍ତାହ ପାଇଁ ଜାରି ହୋଇଥିବା ପୂର୍ବାନୁମାନ ଅନୁସାରେ ରାଜ୍ୟରେ କ୍ରମାଗତ ଭାବେ ଦିନ ତାପମାତ୍ରା ବଢ଼ି ଚାଲିବ। ବର୍ଷାର ସମ୍ଭାବନା ପ୍ରାୟତଃ ନାହିଁ। ପାଗ ପୂରା ଶୁଖିଲା ରହିବ।ତେବେ…

ଜାଣନ୍ତୁ କିପରି କଟିବ ଆଜିର ଦିନ

ମେଷ: ଶିକ୍ଷାଗତ କାର୍ଯ୍ୟ ସହଜରେ ସମାପ୍ତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ଆପଣଙ୍କୁ ପ୍ରିୟଜନଙ୍କଠାରୁ ସମର୍ଥନ ମିଳିବ । ଆର୍ଥିକ ସ୍ଥିତି ସୁଦୃଢ଼ ​​ହେବ । ପରିଶ୍ରମୀ ପ୍ରୟାସ ଲାଭ ଆଣିବ । ବ୍ୟବସାୟ ଏବଂ ବୃତ୍ତି ଉପରେ ଧ୍ୟାନ ଦେବା ଦ୍ୱାରା ସଫଳତା ମିଳିବ । ଖରାପ ସାଥୀ ଏଡାନ୍ତୁ । କାର୍ଯ୍ୟରେ…