ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ

ଦିଲ୍ଲୀର ଜନ୍ତର ମନ୍ତରରେ ଆୟୋଜିତ ଏକ ପ୍ରତିବାଦ ସମୟରେ ଜଣେ ୧୪ ବର୍ଷୀୟା ଦଳିତ ନାବାଳିକା ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ହିନ୍ଦୁତ୍ୱ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି । ଉତ୍ତରପ୍ରଦେଶର ବୁଲନ୍ଦସହରରୁ ଗିରଫ…

ଆଗାମୀ ୩ ବର୍ଷ ମଧ୍ୟରେ ପୂରଣ ହେବ ୪୫,୦୦୦ ଶିକ୍ଷକ ପଦବୀ

ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରିବାକୁ, ଅପପ୍ରଚାରର ବଶବର୍ତ୍ତୀ ନହୋଇ ଏକମନ ଓ ଏକପ୍ରାଣ ହୋଇ ପାଠ ପଢ଼ିବାକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କୁ ବୁଝାଇ ପରାମର୍ଶ ଦେଇଛନ୍ତି। କଟକସ୍ଥିତ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲଠାରେ ଆୟୋଜିତ ଗୁରୁ…

ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ

ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ। କଟକ ଇନଡୋର ହଲରେ ହେବାକୁ ଥିବା କାର୍ଯ୍ୟକାରିଣୀ ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ । କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ କେନ୍ଦ୍ରମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ…

ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ

ଆଜି ଗୁରୁ ଦିବସ । ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ । ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ । ଶିକ୍ଷକମାନଙ୍କର ଅମୂଲ୍ୟ ଅବଦାନକୁ ସମ୍ମାନ ଜଣାଇବା ପାଇଁ ଏହି ଦିନଟି ସମର୍ପିତ । ଏହି ଦିନ ଗୁରୁ-ଶିଷ୍ୟର ପବିତ୍ର ସମ୍ପର୍କକୁ ମନେ ପକାଇ ଦିଏ । ଭାରତର ଦ୍ୱିତୀୟ…

ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ,ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ ନୀତି

ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ । ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଗତକାଲି ମଧ୍ୟରାତ୍ରିରେ ପ୍ରଭୁ ଶ୍ରୀକୃଷ୍ଣ ଧରାବତାରଣ କରିଥିଲେ। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ସମସ୍ତ ମଠ ମନ୍ଦିର । ମଧ୍ୟରାତ୍ରିରେ ଶ୍ରୀକୃଷ୍ଣଙ୍କ ଧରାବତାରଣ ପରେ ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ ନୀତି…

ଜାଣନ୍ତୁ କିପରି କଟିବ ଆଜିର ଦିନ

ମେଷ : ମେଷ ରାଶିର ଲୋକଙ୍କ ପାଇଁ ଦିନଟି ପାରିବାରିକ ଦୃଷ୍ଟିରୁ ଅନୁକୂଳ ରହିବ । ପରିବାରର ସମସ୍ତ ସଦସ୍ୟଙ୍କଠାରୁ ପୂର୍ଣ୍ଣ ସମର୍ଥନ ମିଳିବା ସହ ଘରୋଇ ପରିବେଶ ଖୁସି ଓ ଶାନ୍ତିପୂର୍ଣ୍ଣ ରହିବ । ଜୀବନସାଥୀଙ୍କ ସହ ସମ୍ପର୍କ ମଧୁର ହେବ ଏବଂ ବୈବାହିକ ଜୀବନରେ ସୁଖ ମିଳିବ । କାର୍ଯ୍ୟକ୍ଷେତ୍ରରେ…

ସ୍କ୍ରବ୍‌ ଟାଇଫସ୍‌ କଣ , ଜାଣନ୍ତୁ ଏହାର ଲକ୍ଷଣ ଓ ଚିକିତ୍ସା ପଦ୍ଧତି

ବାର୍ଷାଦିନରେ ବିଭିନ୍ନ ରୋଗ ଦେଖାଯାଇଥାଏ। କିଛି ଜୀବାଣୁ ଜନିତ ହୋଇଥିବାବେଳେ କିଛି ଭୂତାଣୁ ଜନିତ ମଧ୍ୟ ହୋଇଥାଏ। ମସା, ମାଛି ଓ କୀଟଙ୍କ ସଂସ୍ପର୍ଶରୁ ମଧ୍ୟ ବହୁ ରୋଗ ଶରୀରରେ ଦେଖାଯାଏ। ସେହିପରି ସ୍କ୍ରବ୍‌ ଟାଇଫସ୍‌ ଏକ ଜୀବାଣୁ ଜନିତ ରୋଗ। ଓରିଏଣ୍ଟିଆ ସୁସୁଗାମୁସି ନାମକ ଜୀବାଣୁ…

ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା

ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି । ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ OUAT କୃଷି ସଦନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୁଇଚ ଟିପି ଅର୍ଥ ପ୍ରଦାନ କରିଛନ୍ତି । CM-KISANର ୫ମ କିସ୍ତି ଭାବେ ଚାଷୀଙ୍କ ଖାତାକୁ ଦୁଇ ହଜାର…

ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ

ସ୍ଥାନୀୟ ଲକ୍ଷ୍ମୀସାଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଆଶ୍ରମ ପରିସରରେ ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି l ଶ୍ରୀକୃଷ୍ଣଙ୍କ ଦିବ୍ୟ ଗୁଣକୁ ଜୀବନରେ ଆପଣାଇବା ପାଇଁ ଉପସ୍ଥିତ ଶ୍ରଦ୍ଧାଳୁମାନଙ୍କୁ ପ୍ରେରଣା ଦିଆଯାଇଥିଲା। ବିଶେଷକରି…

ଭାରତୀୟ ବଜାରରେ Redmi 17 5G ଲଞ୍ଚ , ବଡ଼ ବ୍ୟାଟେରୀ ସହିତ ଏଥିରେ ଅନେକ ଦମଦାର ଫିଚର୍ସ

ଚୀନର ସ୍ମାର୍ଟଫୋନ୍ କମ୍ପାନୀ Redmi ଭାରତୀୟ ବଜାରରେ ଆଉ ଏକ ବଜେଟ୍ ଫ୍ରେଣ୍ଡଲି ସ୍ମାର୍ଟଫୋନ୍ ଲଞ୍ଚ କରିଛି । କମ୍ପାନୀ ନିକଟରେ ଏହି ଫୋନକୁ ଗ୍ଲୋବାଲ୍ ମାର୍କେଟରେ ମଧ୍ୟ ଲଞ୍ଚ କରିଥିଲା । ଭାରତରେ ଲଞ୍ଚ ହୋଇଥିବା ଏହି ଫୋନର ନାମ ହେଉଛି Redmi 17 5G । ବଡ଼ ବ୍ୟାଟେରୀ ସହିତ ଏଥିରେ ଅନେକ…