ଡିସେମ୍ବର ୧୫ରୁ କୋଣାର୍କ ଇକୋ ରିଟ୍ରିଟ୍‌

ଡିସେମ୍ବର ୧୫ରୁ କୋଣାର୍କ ମେରାଇନ ରୋଡ୍‌ ସଂଲଗ୍ନ ବେଳାଭୂମିରେ ଆରମ୍ଭ ହେବ ଇକୋ ରିଟ୍ରିଟ୍‌। ବିଳାସପୂର୍ଣ୍ଣ ଟେଣ୍ଟରେ ତାରକା ହୋଟେଲର ଅନୁଭବ ନେବେ ପର୍ଯ୍ୟଟକ। ଜଳକ୍ରୀଡ଼ା, ବିଚ୍‌ ସ୍ପୋର୍ଟସ ତଥା ବେଳାଭୂମି କ୍ରୀଡ଼ା, ଇନ୍‌ଡୋର ଗେମ୍‌ ଏବଂ ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ଅବକାଶ ପାଇବେ…

ଲେବାନନ୍‌ରେ ଇସ୍ରାଏଲ ଏୟାର୍ ଷ୍ଟ୍ରାଇକ୍‌ ଜାରି

ହେଜବୁଲ୍ଲା ଉପରେ ଇସ୍ରାଏଲର ବିମାନ ଆକ୍ରମଣ ବୃଦ୍ଧି ପାଇଛି। ବେରୁତ ଓ ଲେବାନନ୍‌ର ଦକ୍ଷିଣ ସହରଗୁଡ଼ିକରେ ବୋମାମାଡ଼ ଜାରି ରହିଥିବା ବେଳେ ଇସ୍ରାଏଲ ସେନା ଶନିବାର ଲେବାନନ୍‌ର ଉତ୍ତରାଞ୍ଚଳକୁ ଆକ୍ରମଣ ସମ୍ପ୍ରସାରିତ କରିଛି। ଶନିବାର ସକାଳେ ଉତ୍ତରର ତ୍ରିପୋଲି ସହରରେ ହୋଇଥିବା ଆକ୍ରମଣରେ ହମାସର…

୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 ଆସନ୍ତା ଦୁଇ ଦିନ ଭିତରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଜୁଳି, ଘଡ଼ଘଡି ସହ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା ଓ ପୁରୀ…

ଆଜି ଭାରତ-ପାକିସ୍ତାନ ଲଢ଼େଇ: କିଏ ମାରିବ ବାଜି !

ଆଜି ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକସ୍ତାନକୁ ଭେଟିବ ଭାରତ। ଅନ୍ୟତମ ଟ୍ରଫି ଦାବିଦାର ଭାବେ ଭାରତ ଏହି ପ୍ରତିଯୋଗିତାକୁ ଯାଇଥିବା ବେଳେ ହର୍ମନପ୍ରୀତ କୌରଙ୍କ ଦଳକୁ ନିଜ ଅଭିଯାନ ଟ୍ରାକ୍‌ରେ ରଖିବା ଲାଗି ପାକିସ୍ତାନକୁ ହରାଇବା ନିହାତି ଦରକାର । ଆଜିର ମ୍ୟାଚ କର ବା ମର ଭଳି । ଆଜି ଯଦି…

ପୂଜାରେ ଗଡ଼ିବନି କି ବସ ! ଘରୋଇ ବସ ମାଲିକ ସଂଘ ଦେଲା ଚେତାବନୀ

ଆମ ଦାବି ପୂରଣ କର । ନହେଲେ  ପୂଜାରେ ଗଡ଼ିବନି ବସ୍‌। ଏପରି ଚେତାବନୀ ଦେଇଛି ବସ ମାଲିକ ସଂଘ ।  ଆଜି ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ ଚଳାଚଳ ବନ୍ଦ ରହିବା ନେଇ ସଂଘ କହିଛି। ଏ ନେଇ ବନ୍ଦ ଡାକରା ଦେଇଛି ଘରୋଇ ବସ ମାଲିକ…

ଶିକ୍ଷକଙ୍କୁ ମିଳିଲା ନିଯୁକ୍ତିପତ୍ର: ମୁଖ୍ୟମନ୍ତ୍ରୀ କହିଲେ ପୁଣି ହେବ ଶିକ୍ଷକ ନିଯୁକ୍ତି

୧୬ ହଜାର ୯ଜଣ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଛନ୍ତି । ତେବେ ମୁଖ୍ୟମନ୍ତ୍ରୀ କହିଛନ୍ତି ପୁଣି ଶିକ୍ଷକ ନିଯୁକ୍ତି ହେବେ ।  ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନବ ନିଯୁକ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ…

ମୁମ୍ବାଇକୁ କେତେ ବର୍ଷ ପରେ ମିଳିଲା ଇରାନୀ ଟ୍ରଫି !

ଅନେକ ବର୍ଷ ପରେ ମୁମ୍ବାଇ ପାଇଛି ଇରାନୀ ଟ୍ରଫି ।  ୪୩ ଥର ରଣଜୀ ଟ୍ରଫି ଜିତିଥିବା ମୁମ୍ବାଇ ଦୀର୍ଘ ୨୭ ବ‌ର୍ଷ ପରେ ଘରୋଇ କ୍ରିକେଟ୍‌ର ଅନ୍ୟତମ ପ୍ରମୁଖ ପ୍ରତିଯୋଗିତା ଈଇାନୀ କପ୍‌ ହାସଲ କରିଛି। ମୁମ୍ବାଇ ମୋଟ ଉପରେ ପଞ୍ଚଦଶ ଥର ପାଇଁ ଈରାନୀ ଟ୍ରଫି ଜିତିଛି। ଶେଷଥର ପାଇଁ ୧୯୯୭-୯୮ରେ…

ମିଳିଲା ପିଏମ କିଷାନ, ଯଦି ପାଇନାହାଁନ୍ତି ତେବେ ତୁରନ୍ତ କରନ୍ତୁ ଏହି କାମ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାସିମ୍‌ ଠାରେ ପିଏମ୍‌ କିଷାନ ସମ୍ମାନନିଧିର ୧୮ତମ କିସ୍ତି ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶର ୯କୋଟି ୪୦ ଲକ୍ଷ କୃଷକଙ୍କୁ ୨୦ହଜାର କୋଟି ଟଙ୍କାରୁ ଅଧିକ ଅର୍ଥ ପ୍ରଦାନ କରାଯାଇଥିବାବେଳେ ଓଡ଼ିଶାର ୩୧,୫୧,୭୦୦ ଚାଷୀଙ୍କୁ ଏହି…

ଆଜିର ରାଶିଫଳ: କେଉଁ ରାଶିର ବ୍ୟକ୍ତି ପାଇବେ ଫାଇଦା ?

ଅଦ୍ୟ ଅକ୍ଟୋବର ମାସ ୦୬ ତାରିଖ ୨୦୨୪ ମସିହା(ରବିବାର) ଶକାବ୍ଦ -୧୯୪୬ ସମ୍ବତ -୨୦୮୧ ଦିଲ୍ଲୀସ୍ୱରାଦ୍ଧ-୧୪୩୨ ସମ୍ବତ୍ସର-କାଳ ଆଶ୍ୱିନମାସ- ଶୁକ୍ଳପକ୍ଷ ତିଥି- ତୃତୀୟା ଘ୦୭/୨୭ ଗତେ ଚତୁର୍ଥୀ ନକ୍ଷତ୍ର- ବିଶାଖା ରାତ୍ରି ଘ୧୨/୩୭ ଗତେ ଅନୁରାଧା ଚନ୍ଦ୍ର - ତୁଳା ସନ୍ଧ୍ୟା ଘ୦୫/୫୮ ଗତେ…

ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ନେଇ ଆସିଲା ବଡ଼ ଖବର

ଭୁବନେଶ୍ବର: ଯଦି ଆପଣ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ବ ଗ୍ରହଣ କରିବା ପରେ ନିୟମିତଭାବେ ଜନ ଅଭିଯୋଗ ଶୁଣାଣି କରୁଛନ୍ତି। ହେଲେ ବିଭିନ୍ନ କାରଣରୁ ଏହା ବେଳେବେଳେ ବନ୍ଦ ବି ରହୁଛି। ଚଳିତ ମାସରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ଏନେଇ ଜିଏ ବିଭାଗ ପକ୍ଷରୁ…