ଭୁବନେଶ୍ଵରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର

ଭୁବନେଶ୍ଵରର ନୂଆ ଡିସିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପିନାକ ମିଶ୍ର। ସେ ସହରର ପୂର୍ବତନ ଡିସିପି ପ୍ରତୀକ ସିଂହଙ୍କ ସ୍ଥାନ ନେଇଛନ୍ତି। ଗୁରୁବାର ଦାୟିତ୍ୱ ଗ୍ରହଣ ଅବସରରେ ପିନାକ ମିଶ୍ରଙ୍କୁ କମିଶନରେଟ୍‌ ପୋଲିସ ପକ୍ଷରୁ ସ୍ଵାଗତ କରାଯାଇଛି। କିଛି ଦିନ ତଳେ ରାଜ୍ୟ ସରକାର ଆଇପିଏସ୍‌…

ଓଡ଼ିଶାରେ ବଢ଼ିଛି ବାଘ ସଂଖ୍ୟା

ଓଡ଼ିଶାରେ ବଢ଼ିଛି କଲରାପତରିଆ ବାଘଙ୍କ ସଂଖ୍ୟା। ଓଡ଼ିଶାର ରାୟଗଡ଼ା, କନ୍ଧମାଳ, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଏବଂ ଅନୁଗୁଳ ଜିଲ୍ଲାର ଜଙ୍ଗଲରେ କଲରାପତରିଆ ବାଘ ଦେଖିବାକୁ ମିଳନ୍ତି। ରାଜ୍ୟରେ ଶିମିଳିପାଳ ଓ ସାତକୋଶିଆ ଅଭୟାରଣ୍ୟରେ କଲରାପତରିଆ ବାଘଙ୍କ ସଂଖ୍ୟା…

ପାର୍ବଣ ଋତୁରେ ଡିଜେକୁ ମିଳିଲା ଗ୍ରୀନ୍ ସିଗନାଲ

ଦୁର୍ଗାପୂଗା ଅବସରରେ ଡିଜେ ବାଜିବା ପାଇଁ ଗ୍ରୀନ ସିଗନାଲ ଦେଇଛନ୍ତି ଅଦାଲତ । କଟକ ସହର ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ଉଚ୍ଚ ନ୍ୟାୟାଳୟ । ପାର୍ବଣରେ ଡିଜେ ବଜାଇବାକୁ ଅନୁମତି ମିଳିବା ପରେ ପାର୍ବଣର ଉତ୍ସାହ ଦ୍ୱିଗୁଣିତ ହୋଇଛି । ଏଣିକି କଟକ ସହରରେ…

ଶେୟାର ବଜାର ସୁନାମୀ

ଭାରତୀୟ ଶେୟାର ବଜାର ଧରାସାୟୀ ହୋଇପଡିଛି । ମଧ୍ୟପ୍ରାଚ୍ୟରେ ଭୀଷଣ ଯୁଦ୍ଧ ଯୋଗୁଁ ଶେୟାର ବଜାର ଉପରେ ପ୍ରଭାବ ଦେଖାଯାଇଛି । ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇଛି । ସେନସେକ୍ସ 1800 ଏବଂ ନିଫ୍ଟି 550 ପଏଣ୍ଟ ହ୍ରାସ ପାଇଛି । ଏହା ଚଳିତ ବର୍ଷର ଚତୁର୍ଥ ବଡ ହ୍ରାସ ବୋଲି କୁହାଯାଉଛି । ଆଜି…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ସମ୍ବଲପୁର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଆଜି ମା’ ସମଲେଶ୍ବରୀ ଶୈଳପୁତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମା’ ସମଲେଶ୍ବରୀଙ୍କୁ…

ବୁମରା ଟେଷ୍ଟରେ ଏକନମ୍ବର

ଭାରତୀୟ ପ୍ରତିଷ୍ଠିତ ପେସ୍‌ ବୋଲର ଯଶ୍‌ପ୍ରୀତ୍‌ ବୁମ୍‌ରା ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। କାନପୁରରେ ବାଂଲାଦେଶ ବିପକ୍ଷରେ ୬ ଉଇକେଟ ନେଇଥିବା ବୁମ୍‌ରା ଅନ୍ୟତମ ଭାରତୀୟ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ହଟାଇ ପ୍ରଥମ ସ୍ଥାନକୁ ଫେରିଛନ୍ତି। ବୋଲରଙ୍କ ମଧ୍ୟରେ…

ସିଆର୍‌ପିଏଫ୍‌ ଇତିହାସରେ ପ୍ରଥମ ଥର ପଦୋନ୍ନତି

ଦିଲ୍ଲୀସ୍ଥିତ ସିଆର୍‌ପିଏଫ୍‌ ମୁଖ୍ୟାଳୟ ସମେତ ବିଭିନ୍ନ କାର୍ଯ୍ୟାଳୟରେ ଏକ ‘ରୢାଙ୍କ ପାଇପିଂ’ ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ଏହାର ମହାନିର୍ଦେଶକ ଏଡି ସିଂହ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହି କର୍ମଚାରୀଙ୍କ ପଦୋନ୍ନତି ଘୋଷଣା କରିଥିଲେ।କେନ୍ଦ୍ର ସରକାରଙ୍କ ଏକ ବଡ଼ ପଦକ୍ଷେପର ଅଂଶ…

ଏଥର କିଏ ଜିତିବ ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍

ଆଜିଠୁ ଆରମ୍ଭ ହେବାକୁ ଯାଉଛି ମହିଳା ବିଶ୍ବକପ୍ ।  ବାଂଲାଦେଶରୁ ସ୍ଥାନାନ୍ତରିତ ହୋଇ ୟୁଏଇରେ ଖେଳାଯାଉଥିବା ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍‌ର ନବମ ସଂସ୍କରଣ ପାଇଁ ଖେଳାଳି, ପଡ଼ିଆ ପ୍ରସ୍ତୁତ । ଏଥର ଅଷ୍ଟ୍ରେଲିଆ ଜିତିବ କି ଭାରତ ଜିତିବ ତାହା କହିବା କଷ୍ଟ ।  ଗ୍ରୁପ୍ ଓ ନକ୍‌ଆଉଟ୍…

ଭାରତୀୟ ନାଗରିକମାନଙ୍କୁ ଇରାନ ଗସ୍ତ ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ: ଯୁଦ୍ଧ ପରିସ୍ଥିତି ଇରାନରେ । ଇସ୍ରାଏଲ ଆକ୍ରମଣର ଭୟ ରହିଛି । ସାରା ବିଶ୍ବର ନାଗରିକ ଇରାନରୁ ପଳାୟନ କରୁଛନ୍ତି । ଏଭଳି ସ୍ଥିତିରେ ଭାରତୀୟମାନଙ୍କୁ ସରକାର କହିଛନ୍ତି ଇରାନ ନଯିବା ପାଇଁ ।  ମଙ୍ଗଳବାର ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ  ସ୍ଥିତି…

ନଭେମ୍ବର ୩ରୁ ଓଜେଏସ୍‌ ମେନ୍‌

ଭୁବନେଶ୍ବର: ଏଥର  ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶିତ ହୋଇଛି । ଏଥିରେ ଓଡ଼ିଶା ନ୍ୟାୟିକ ସେବା-୨୦୨୩ ମେନ୍‌ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ପ୍ରିଲିମିନାରି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ମୋଟ ୬୮୦ଜଣ ପରୀକ୍ଷାର୍ଥୀ ମେନ୍‌ ଦେବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି।…