ଇସ୍ତଫା ଦେଲେ ଟିମ୍ ସାଉଦୀ

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରେ ୨-୦ରେ ପରାସ୍ତ ହେବା ପରେ ନ୍ୟୁଜିଲାଣ୍ଡ ଅଧିନାୟକ ପଦ ଛାଡ଼ିଛନ୍ତି ଟିମ୍ ସାଉଦୀ । ଏହାଫଳରେ ଭାରତ ଗସ୍ତ ପୂର୍ବରୁ ନ୍ୟୁଜିଲାଣ୍ଡର ଅଧିନାୟକ ବଦଳିଛନ୍ତି । ଟମ ଲାଥମ ଏବେ ନ୍ୟୁଜିଲାଣ୍ଡ ଟିମର ନୂଆ ଅଧିନାୟକ ଭାବେ ନିଯୁକ୍ତି ପାଇଛନ୍ତି । ଲାଥମ ୧୪ଟି…

ଚର୍ଚ୍ଚାରେ କ୍ରିତି

ବଲିଉଡ ଅଭିନେତ୍ରୀ କ୍ରିତି ସାନନଙ୍କ ପାଇଁ ଚଳିତବର୍ଷ ବେଶ୍‌ ଆଶାଜନକ ରହିଛି। ’କ୍ରୁ’ ଏବଂ ‘ତେରି ବାତୋଂ ମେ ଏସା ଉଲଜା ଜିଆ’ ଭଳି ହିଟ୍‌ ଚଳଚ୍ଚିତ୍ରରେ ନଜର ଆସିଥିବା କ୍ରିତି ବର୍ତ୍ତମାନ ପ୍ରଯୋଜକ ସାଜିଛନ୍ତି। ବର୍ତ୍ତମାନ ତାଙ୍କ ପ୍ରଡକ୍ସନ ହାଉସ୍‌ର ପ୍ରଥମ ଫିଲ୍ମ ‘ଦୋ ପତି’…

ବଦଳିଲା ସ୍କୁଲ ୟୁନିଫର୍ମ

ବଦଳିଲା ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ । ସବୁଜ ରଙ୍ଗ ବଦଳରେ ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ଛାତ୍ରଛାତ୍ରୀ।ବଦଳିଲା ନବମ ଏବଂ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ୟୁନିଫର୍ମ । ମୁଖ୍ୟମନ୍ତ୍ରୀ ଛାତ୍ର ଛାତ୍ରୀ ପରିଧାନ ଯୋଜନା ଅଧୀନରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ…

ସ୍ୱାସ୍ଥ୍ୟ ପାଇଁ ଚାଲିବା ଜରୁରୀ

ଆଜିର ଯୁଗରେ ଆମ ଭିତରୁ ଅନେକ ବସି ବସି କାମ କରିଥାନ୍ତି । ଏଥିରେ ଶାରୀରିକ ପରିଶ୍ରମ ନ ଥାଏ । ଘଣ୍ଟା ଘଣ୍ଟା, ଗୋଟିଏ ଜାଗାରେ ବସି କାମ କରିବାକୁ ହୋଇଥାଏ । ଯାହା ଆମ ସ୍ୱାସ୍ଥ୍ୟ ଉପରେ ପ୍ରତିଫଳିତ ହେଉଛି । ଆମକୁ ମୋଟାପଣ, ମଧୁମେୟ, ହୃଦକ୍ଷାତ ପରି ରୋଗ ହେଉଛି । ସ୍ୱାସ୍ଥ୍ୟ ସମସ୍ୟା ଦୂର…

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ।  ଆଜି ଜନ୍ମ ଜୟନ୍ତୀରେ ବାପୁଙ୍କୁ ମନେ ପକାଉଛି ଦେଶ। ଅର୍ପଣ କରୁଛି ଶ୍ରଦ୍ଧା ସୁମନ।  ରାଜଘାଟରେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ନେତା । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । …

ଇରାନକୁ ଚେତାବନୀ ଦେଲେ ଆମେରିକା

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଉପରାଷ୍ଟ୍ରପତି କମଲା ହ୍ୟାରିସ୍ ହ୍ୱାଇଟ ହାଉସରରୁ ଇସ୍ରାଏଲ ଉପରେ ହୋଇଥିବା ଇରାନ ଆକ୍ରମଣ ଉପରେ ନଜର ରଖିଛନ୍ତି। ମଙ୍ଗଳବାର, ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦର ଏକ ବଡ଼ ଧରଣର ବୃଦ୍ଧିରେ ଇରାନ ମଙ୍ଗଳବାର ଦିନ ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ…

୬ରେ ଲଘୁଚାପ

ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଜଣାପଡ଼ିଛି । ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ। ତେବେ ଆଜି ୯ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ…

ଆଜି ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ

ଆଜି ସମଗ୍ର ଦେଶରେ ପାଳିତ ହେଉଛି ରାଷ୍ଟ୍ରନାୟକ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଦେଶର ଦ୍ବିତୀୟ ପ୍ରଧାନମନ୍ତ୍ରୀ ୧୯୦୪ ମସିହାରେ ଆଜିର ଦିନରେ ଉତ୍ତରପ୍ରଦେଶର ମୁଗଲସରାୟରେ ଜନ୍ମ ଗ୍ରହଣ କରିଥିଲେ ଲାଲ ବାହାଦୂର ଶାସ୍ତ୍ରୀ। ପିଲାଟି ବେଳୁ ସେ ବେଶ୍ ନମ୍ର, ଶାନ୍ତ ଓ ସରଳ ଥିଲେ।…

ଭାରତ-ଚୀନ୍‌ ବିବାଦ

ଚୀନ୍‌ ସହ ବାସ୍ତବ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ନିକଟରେ ସ୍ଥିତି ସ୍ଥିର ରହିଛି କିନ୍ତୁ ଏହା ସ୍ବାଭାବିକ ହୋଇନାହିଁ। ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ଆଜି ‘ଚାଣକ୍ୟ ଡିଫେନ୍ସ ଡାଏଲଗ୍‌’ରେ ଭାଷଣ ରଖିବା ସମୟରେ ଏହି ଗୁରୁତ୍ବପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି।  ଜେନେରାଲ ଦ୍ବିବେଦୀ…

କାର୍ଯ୍ୟକ୍ଷମ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା’

ଭୁବନେଶ୍ବର:  କାର୍ଯ୍ୟକ୍ଷମ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା’ ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ।  ଖୁବଶୀଘ୍ର ନ୍ୟାସନାଲ ଡିଜିଟାଲ ହେଲଥ୍ ମିଶନରେ ଓଡ଼ିଶା ସାମିଲ ହେବ । ଏହା ଜରିଆରେ ରାଜ୍ୟର ସବୁ ସ୍ୱାସ୍ଥ୍ୟ ଅନୁଷ୍ଠାନ, ରୋଗୀଙ୍କ ତଥ୍ୟର ଡିଜିଟାଲ ମ୍ୟାପିଙ୍ଗ୍ ମଧ୍ୟ…