ଭିଜିଲାନ୍ସ ଜାଲରେ ଆଇଟିଡିଏର ପୂର୍ବତନ AE,୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଥିଲେ

ଭିଜିଲାନ୍ସ ଜାଲରେ ଆଇଟିଡିଏର ପୂର୍ବତନ AE । ଆକ୍ସନ ମୋଡ଼ରେ ଜୟପୁର ଭିଜିଲାନ୍ସ । କୋରାପୁଟ ପୂର୍ବତନ ITDA ରେ ଆସିଷ୍ଟାଣ୍ଡ ଏଗଜ୍ୟୁକେଟିଭ୍ ଇଞ୍ଜିନିୟର ସଞ୍ଜୟ କିସପଟାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରୁଛି ଭିଜିଲାନ୍ସ । ଭୁବନେଶ୍ୱର, ଜୟପୁର ଓ…

ମେଡିକାଲରେ ମିଳୁଛି ପୋକରା ଔଷଧ

ମେଡିକାଲରେ ମିଳୁଛି ପୋକରା ଔଷଧ । ଜଣେ ନାବାଳକକୁ ଦିଆଯାଇଥିବା ଆଣ୍ଟିଵାୟୋଟିକ ଔଷଧରୁ ବାହାରିଲା ପୋକ । ଏଭଳି ଘଟଣା ସାମ୍ନାକୁ ଆସିଛି ମୟୂରଭଂଜ ଉଦଳା ଥାନା ବେଗୁନିଆଡିହା ଅଂଚଳରୁ । ବେଗୁନିଆ ଡିହା ଗ୍ରାମର ରାଜା ହେମ୍ବ୍ରମଙ୍କ ୯ ବର୍ଷ ନାବାଳକ ପୁଅଙ୍କୁ ଥଣ୍ଡା ଜ୍ୱର ହୋଇଥିଲା । ଯେଉଁଥି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ,୧୭ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ଆକଳନ

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ବା ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ଆଶଙ୍କା ଅଛି । ବାଲେଶ୍ଵର,…

ଜାଣନ୍ତୁ କିପରି କଟିବ ଆଜିର ଦିନ

ମେଷ: ଆଜି ଏକ ସାଧାରଣ ଦିନ ହେବ । ଆପଣ କାର୍ଯ୍ୟରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଅନାବଶ୍ୟକ ଖର୍ଚ୍ଚ ବୃଦ୍ଧି ନେଇ ଆପଣ ଚିନ୍ତିତ ରହିବେ, ଯାହା ଫଳରେ କ୍ରୋଧ ବୃଦ୍ଧି ପାଇବ । ବିନା ଚିନ୍ତାରେ କୌଣସି କାର୍ଯ୍ୟ ଆରମ୍ଭ କରିବାରୁ ବଞ୍ଚନ୍ତୁ, ନଚେତ୍ କ୍ଷତି ହେବାର ସମ୍ଭାବନା ଅଛି ।…

ଭୁବନେଶ୍ବର ଲୋୟର ପିଏମଜିରେ ଅନଶନରେ ବସିବେ ତିଖିରି ସରପଞ୍ଚ ଚାମେଲି ଓଝା,ମହାକାଳପଡ଼ା IIC ଓ BDOଙ୍କ ବିରୋଧରେ…

ଏଥର କେନ୍ଦ୍ରାପଡ଼ା ନୁହେଁ, ରାଜଧାନୀ ଭୁବନେଶ୍ବରରେ ନ୍ୟାୟ ମାଗିବେ ଚାମେଲି ।  ଆସନ୍ତାକାଲି ଭୁବନେଶ୍ବର ଲୋୟର ପିଏମଜିରେ ଅନଶନରେ ବସିବେ ତିଖିରି ସରପଞ୍ଚ ଚାମେଲି ଓଝା ।  ମହାକାଳପଡ଼ା IIC ଓ BDOଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଅନଶନ କରିବେ ଚାମେଲି ।  ସୋସିଆଲ ମିଡିଆରେ ଏକ…

ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଲେ

ବରିଷ୍ଠ ନେତା ତଥା ଚୌଦ୍ବାର-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ ରବିବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଭୁବନେଶ୍ବରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରଭାତ ବିଶ୍ଵାଳ ନିଜର ଶହଶହ ସମର୍ଥକଙ୍କ ସହିତ ବିଜେପିରେ ସାମିଲ ହୋଇଛନ୍ତି।…

ଷ୍ଟ୍ରିଟ୍ ଫେଷ୍ଟିଭାଲରେ ଗୁଳିକାଣ୍ଡ, ୨ ମୃତ ୪ ଆହତ

କାନାଡର ଟୋରଣ୍ଟୋରେ ଏକ ଷ୍ଟ୍ରିଟ୍ ଫେଷ୍ଟିଭାଲ ସମୟରେ ଗୁଳିକାଣ୍ଡ ଘଟଣା ଘଟିଥିବା ସୂଚନା ମିଳୁଛି ।  ଏହି ଗୁଳିକାଣ୍ଡ ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଯାହା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇଦେଇଛି । ସୂଚନା ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା ।…

ଭାରତୀୟ ନୌବାହିନୀରେ ବିଧିବଦ୍ଧ ଭାବେ ସାମିଲ ହେଲା ଆଇଏନ୍‌ଏସ୍‌ ମହେନ୍ଦ୍ରଗିରି

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି। ଏହାସହିତ ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମହେନ୍ଦ୍ରଗିରି ଭାରତୀୟ ନୌବାହିନୀରେ ବିଧିବଦ୍ଧ ଭାବେ…

ସୁସ୍ଥ ହୋଇଛନ୍ତ ମହାପ୍ରଭୁ,ଆଦ୍ୟ ସେବକ ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥତାର ସନ୍ଦେଶ ଦେଇଛନ୍ତି ସେବାୟତ

ସୁସ୍ଥ ହୋଇଛନ୍ତ ମହାପ୍ରଭୁ । ଅଣସରର ତ୍ରୟୋଦଶୀ ତିଥିରେ ସ୍ୱତନ୍ତ୍ର ରାଜପ୍ରସାଦ ବିଜେ ନୀତି ସହ ଆଦ୍ୟ ସେବକ ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥତାର ସନ୍ଦେଶ ଦେଇଛନ୍ତି ସେବାୟତ । ଶ୍ରୀଅଙ୍ଗରେ ଲାଗି ପ୍ରସାଦକୁ ଗଜପତିଙ୍କୁ ଅର୍ପଣ କରାଯାଇଛି । ଏଥିସହ ଆସନ୍ତା ରଥଯାତ୍ରାକୁ ଶୃଙ୍ଖଳିତ…

Realme Narzo 100x 5Gର Xରେ ଫୋନ୍‌ର ଏକ ଟିଜର୍ ରିଲିଜ , ଆସନ୍ତୁ ଜାଣିବା ଏହାର ଫିଚର୍ସ

ଭାରତରେ ଖୁବ୍ ଶୀଘ୍ର ଲଞ୍ଚ ହୋଇପାରେ Realme Narzo 100x 5G । କମ୍ପାନୀ ଏହି ଆଗାମୀ ଫୋନ୍ ଲଞ୍ଚ ହେବା କଥା ନିଶ୍ଚିତ କରିଛି । କମ୍ପାନୀ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଫୋନ୍‌ର ଏକ ପୋଷ୍ଟର ଟିଜର୍ ଲଞ୍ଚ କରିଛି । ପୂର୍ବରୁ, କମ୍ପାନୀ ଭାରତୀୟ ବଜାରରେ Narzo 100 Lite ଲଞ୍ଚ କରିସାରିଛି ।…