ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା କମୁଛି,ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୨ଡିଗ୍ରୀ ଛୁଇଁଛି
ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା କମୁଛି। ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୨ଡିଗ୍ରୀ ଛୁଇଁଛି। ଫୁଲବାଣୀରେ ୧୨.୫ ଡିଗ୍ରୀ ରେକର୍ଡ କରାଯାଇଛି। ଶୁକ୍ରବାର ଅପେକ୍ଷା କନ୍ଧମାଳ ଜିଲାର ଉଭୟ ସ୍ଥାନରେ ରାତି ତାପମାତ୍ରା କମିଛି। ଅନୁରୂପ ଭାବେ ଭୁବନେଶ୍ବର ଏବଂ କଟକରେ ପାରଦ…