କାନାଡାରେ ବାଂଲାଦେଶୀ ହିଂସା

କାନାଡାର ସାଂସଦ ବାଂଲାଦେଶରେ ସଂଖ୍ୟାଲଘୁ, ବିଶେଷ କରି ହିନ୍ଦୁଙ୍କ ପ୍ରତି ହିଂସା ପ୍ରସଙ୍ଗ ଉଠାଇଥିଲେ। କାନାଡାର ସାଂସଦ ଚନ୍ଦ୍ର ଆର୍ଯ୍ୟ କହିଛନ୍ତି ଯେ ବାଂଲାଦେଶରେ ଚାଲିଥିବା ହିଂସାକୁ ନେଇ ସେ ବହୁତ ଚିନ୍ତିତ। କର୍ନାଟକର ଚନ୍ଦ୍ର ଆର୍ଯ୍ୟ ୨୩ସେପ୍ଟେମ୍ବରରେ ପାର୍ଲାମେଣ୍ଟ ହିଲ ଉପରେ ଏକ…

ଉତ୍ତର ଓଡିଶାରେ ବନ୍ୟା ପରିସ୍ଥିତି , ଆକାଶ ମାର୍ଗରୁ ବନ୍ୟାସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ

ଲଗାଣ ବର୍ଷା ପରେ ଏବେ ଉତ୍ତର ଓଡିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ବାଲେଶ୍ଵର ଜିଲ୍ଲାର ବାଲିଆପାଳ, ଭୋଗରାଇ , ଜଳେଶ୍ଵର ଏବଂ ବସ୍ତା ବ୍ଲକର ଶହ ଶହ ଲୋକ ପ୍ରଭାବିତ ହୋଇଛନ୍ତି। ସୁବର୍ଣ୍ଣରେଖାର ବନ୍ୟା ଜଳରେ ଏବେ ବହୁ ଅଞ୍ଚଳ ଜଳବନ୍ଦୀ ହୋଇଛି। ଗାଁ ଗାଁରେ ଅଣ୍ଟାଏ ଉଚ୍ଚର ପାଣି…

ଆଜି ଖୋଲିପାରେ ଗୁପ୍ତ ସୁଡ଼ଙ୍ଗର ରହସ୍ୟ

ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍‌ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍‌ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି। ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ…

କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ମତଦାନ

ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବୁଧବାର ପ୍ରଥମ ପର୍ଯ୍ୟାୟରେ ୭ ଜିଲାର ୨୪ ଆସନରେ ଭୋଟଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ସେମାନଙ୍କ ମଧ୍ୟରୁ…

ଆଜିର ରାଶିଫଳ

‌ମେଷ: ବ୍ୟବସାୟରେ ଆପଣଙ୍କ ସହିତ କିଛି ଭଲ ହୋଇପାରେ। ଆପଣଙ୍କୁ ଯଥେଷ୍ଟ ଧନଲାଭ ହୋଇପାରେ। ଜୀବନସାଥୀ ସହିତ ଲାଗି ରହିଥିବା ମନୋମାଳିନ୍ୟ ଦୂର ହେବ। ଛାତ୍ର ଲାଗି ଦିନଟି ଭଲ। ବୃଷ: ନିଜକୁ ସକାରାତ୍ମକ ଶକ୍ତିରେ ଭରା ଅନୁଭବ କରିବେ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ସୃଷ୍ଟି ହେବ।…

ବ୍ୟାଙ୍କରେ ବାହାରିଲା ନିଯୁକ୍ତି ସୁଯୋଗ

ୟୁନିୟନ ବ୍ୟାଙ୍କରେ ବାହାରିଲା ନିଯୁକ୍ତି ସୁଯୋଗ । ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ କିଛି ଦିନ ପୂର୍ବରୁ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଥିଲା । ଏହି ପଦବୀଗୁଡିକ ପାଇଁ ପଞ୍ଜୀକରଣ ଦୀର୍ଘ ଦିନ ଧରି ଚାଲିଆସୁଥିଲା ଏବଂ ବର୍ତ୍ତମାନ ଆବେଦନ କରିବାର ଶେଷ ତାରିଖ ମଧ୍ୟ ଘୋଷଣା ହୋଇଥିଲା ।…

୩ ଦିନିଆ ଗସ୍ତରେ ପ୍ରଧାନମନ୍ତ୍ରୀ

ଆସନ୍ତା ସେପ୍ଟେମ୍ବର ୨୧ରୁ ୨୩ ପର୍ଯ୍ୟନ୍ତ ମୋଦୀଙ୍କ ଆମେରିକା ଗସ୍ତକୁ ନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ଅଧିକାରିକ ଏଜେଣ୍ଡା ଅନୁଯାୟୀ ପ୍ରଧାନମନ୍ତ୍ରୀ ୨୧ ସେପ୍ଟେମ୍ବର ଆମେରିକାର ଡେଲୱେୟର ୱିଲମିଙ୍ଗଟନ୍‌ରେ ୪ର୍ଥ ସ୍କ୍ୱାଡ୍…

ଆଜି ପୁଣି ଖୋଲିବ ରତ୍ନଭଣ୍ଡାର

ଶ୍ରୀଜଗନ୍ନାଥ ମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାର ଯାଞ୍ଚ ଆଜି (ବୁଧବାରଠାରୁ) ଆରମ୍ଭ ହେବ। ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥାର ଅତିରିକ୍ତ ମହାନିର୍ଦେଶକ ଏଥିପାଇଁ ଗଠିତ ଉଚ୍ଚସ୍ତରୀୟ ବୈଷୟିକ କମିଟିର ନେତୃତ୍ୱ ନେବେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ…

ସାରା ରାଜ୍ୟ ଭିଜୁଛି

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ।ସୁନ୍ଦରଗଡ଼ ଏବଂ କେନ୍ଦୁଝର ବ୍ୟତୀତ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଏବଂ ବରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳ ଜିଲ୍ଲା ପାଇଁ ପ୍ରବଳ…

୨୫ ଲକ୍ଷ ୧୧ଜଣ ମହିଳାଙ୍କୁ ମିଳିଲା ସୁଭଦ୍ରାର ପ୍ରଥମ କିସ୍ତି

ସମସ୍ତଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଯେଉଁମାନେ ପଂଜୀକରଣ କରିନାହାଁନ୍ତି ସେମାନଙ୍କୁ ମଧ୍ୟ ବହୁ ସମୟ ମିଳିବ । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ଜଣ ମହିଳାଙ୍କୁ ମିଳିଛି ସୁଭଦ୍ରାର ପ୍ରଥମ କିସ୍ତି । ଏହା ପରେ…