ମସ୍କ୍ଙ୍କ ବିବାଦୀୟ ମନ୍ତବ୍ୟ
ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଦ୍ୱିତୀୟଥର ଗୁଳିମାଡ଼ ହୋଇ ହତ୍ୟା ଉଦ୍ୟମ କରାଯାଇଛି। ଏହା ପରେ ବିଶ୍ୱର ପ୍ରତିଷ୍ଠିତ ଶିଳ୍ପପତି ଏଲନ୍ ମସ୍କ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ଉଦ୍ବେଗ ପ୍ରକାଶ କରି ଲେଖିଛନ୍ତି, କମଲା ହାରିସ୍ ଏବଂ…