ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ

ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ। ସମସ୍ତ ୪ଟି ପଦବୀରେ ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନର ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଛାତ୍ରସଂଘ ସଭାପତି ଭାବେ ବିଜୟୀ ହୋଇଛନ୍ତି ଏଆଇଏସଏର ଅଦିତି ମିଶ୍ରା । ଏବିଭିପି ପ୍ରାର୍ଥୀ ବିକାଶ ପଟେଲଙ୍କୁ ପରାଜିତ…

ଛେଳି କ୍ଷୀର ଏକ ପ୍ରାକୃତିକ ଟନିକ୍

ଗାଈ ଏବଂ ମଇଁଷି କ୍ଷୀର ପରି ଛେଳି କ୍ଷୀର ସ୍ବାସ୍ଥ୍ୟ ପକ୍ଷେ ଖୁବ ଲାଭଦାୟକ। ଏଥିରେ ଔଷଧୀୟ ଗୁଣ ପ୍ରଚୁର ମାତ୍ରାରେ ଭରି ରହିଛି। ଅନେକ ପାରମ୍ପରିକ ଚିକିତ୍ସା ବ୍ୟବସ୍ଥାରେ ଛେଳି କ୍ଷୀରକୁ ଏକ ପ୍ରାକୃତିକ ଟନିକ୍ ଭାବରେ ବିବେଚନା କରାଯାଇଥାଏ। ଆୟୁର୍ବେଦ ମଧ୍ୟ ଏହାକୁ ଅତ୍ୟନ୍ତ ଲାଭଦାୟକ ବୋଲି…

ଆଜିର ରାଶିଫଳ

ମେଷ: ଘରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ଆର୍ଥିକ ସ୍ଥିତି ଭଲ କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ହେବ। ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଉଦ୍ୟୋଗରେ ଡ଼ାକରା ଆସିବ। ‌ ବୃଷ: କୌଣସି କାମ ତରବରିଆରେ କଲେ ଅସୁବିଧାରେ ସମ୍ମୁଖୀନ ହେବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।…

ଫିଲିପାଇନ୍ସରେ ଘୂର୍ଣ୍ଣିଝଡ଼ କଲମାଏଗିର ତାଣ୍ଡବ, ୨୪୧ ଜଣଙ୍କ ମୃତ୍ୟୁ

ଫିଲିପାଇନ୍ସରେ ଘୂର୍ଣ୍ଣିଝଡ଼ କଲମାଏଗିର ତାଣ୍ଡବ । ଏଯାଏଁ ୨୪୧ ଜଣଙ୍କ ମୃତ୍ୟୁ ହୋଇଛି । ଜରୁରିକାଳୀନ ସ୍ଥିତି ଘୋଷଣା କରିଛନ୍ତି ରାଷ୍ଟ୍ରପତି । ଫିଲିପାଇନ୍ସରେ ଘୂର୍ଣ୍ଣିଝଡ଼ କଲମାଏଗି ଫିଲିପାଇନ୍ସକୁ ଛାରଖାର କରିଦେଇଛି । ପ୍ରାୟ ୨୪୧ ଜଣ ପ୍ରାଣ ଯାଇଥିବା ବେଳେ ଅନେକ ନିଖୋଜ ରହିଛି । ସେଠିକାର…

ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ

ବିହାରରେ ଆଜି (ଗୁରୁବାର ୬ ନଭେମ୍ବର) ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଚାଲିଛି । ଏଥର ରାଜ୍ୟ ସନ୍ଧ୍ୟା ୫ ଟା ସୁଦ୍ଧା ମତଦାନର ପୂର୍ବ ରେକର୍ଡ ଭାଙ୍ଗିଛି। ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ କରାଯାଇଛି। ଏହି ୧୨୧ ଟି ଆସନରେ ମତଦାନର ପୂର୍ବ ରେକର୍ଡ ୫୫.୮୧…

୭୪ତମ ମିସ୍ ୟୁନିଭର୍ସ ୨୦୨୫ – ଭାରତର ପ୍ରତିନିଧିତ୍ୱ କରିବେ ମନିକା ବିଶ୍ୱକର୍ମା

ଚଳିତ ବର୍ଷ ଥାଇଲ୍ୟାଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ୭୪ତମ ମିସ୍ ୟୁନିଭର୍ସ ୨୦୨୫ ପ୍ରତିଯୋଗିତାରେ ରାଜସ୍ଥାନର ୨୨ ବର୍ଷୀୟା ମନିକା ବିଶ୍ୱକର୍ମା ଭାରତର ପ୍ରତିନିଧିତ୍ୱ କରିବେ। ସେ ଚଳିତ ବର୍ଷ ଅଗଷ୍ଟରେ ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୫ର ତାଜ୍ ଜିତିଥିଲେ। ରାଜସ୍ଥାନର ଶ୍ରୀ ଗଙ୍ଗାନଗରରେ…

୪ର୍ଥ ଟି-୨୦ ଭାରତ-ଅଷ୍ଟ୍ରେଲିଆ , ଅଷ୍ଟ୍ରେଲିଆକୁ ୪୮ ରନରେ ପରାସ୍ତ କରିଛି ଭାରତ

କ୍ବିନ୍ସଲାଣ୍ଡ : କ୍ବିନ୍ସଲାଣ୍ଡର କାରାରା ଓଭାଲ୍ସଠାରେ ଗୁରୁବାର ଖେଳାଯାଉଥିବା ଭାରତ-ଅଷ୍ଟ୍ରେଲିଆ ୪ର୍ଥ ଟି-୨୦ରେ ଅଷ୍ଟ୍ରେଲିଆକୁ ୪୮ ରନରେ ପରାସ୍ତ କରିଛି ଭାରତ । ଏହା ସହିତ ଏହି ୫ ଟିକିଆ ସିରିଜରେ ଭାରତ ୨-୧ରେ ଆଗୁଆ ହୋଇଯାଇଛି । ଭାରତ ଦ୍ବାରା ରଖାଯାଇଥିବା…

ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆପଡ଼ାର ବିକାଶ ପାଇଁ ମୋତେ ଏଠାକୁ ଆସିବାକୁ ପଡ଼ିଛି। ପୂର୍ବରୁ କେବେ ଏତେ ଜନସମାଗମ କେହି ଦେଖି ନ ଥିଲେ। ନୂଆପଡ଼ାର ବିକାଶ ପାଇଁ ୧ ହଜାର ୪ ଶହ କୋଟିର ପ୍ରତିଶ୍ରୁତି ଦେଇ ସାରିଛି। ଜୟ ଢୋଲକିଆ ନିର୍ବାଚିତ ହେଲେ ଆପଣଙ୍କ ଦାବି ଉପସ୍ଥାପନ କରିପାରିବେ ବୋଲି ନୂଆପଡ଼ାରେ କହିଛନ୍ତି…

ଓଡ଼ିଶାରେ ଶୀତର ପ୍ରକୋପ ଆରମ୍ଭ

ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଶୁଷ୍କ-ଥଣ୍ଡା ପବନ ପ୍ରଭାବରେ ଗତ କିଛି ଦିନ ମଧ୍ୟରେ ରାତିର ତାପମାତ୍ରା ପ୍ରାୟ ପାଞ୍ଚ ଡିଗ୍ରି ସେଲସିୟସ ହ୍ରାସ ପାଇଥିବାରୁ ଓଡ଼ିଶାରେ ଶୀତର ପ୍ରକୋପ ଅନୁଭବ ହେବା ଆରମ୍ଭ ହୋଇଛି  । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରି ସେଲସିୟସ ତଳେ…

ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ

ବିହାରର ୧୮ଟି ଜିଲ୍ଲାର ୧୨୧ ବିଧାନସଭା ନିର୍ବାଚନମଣ୍ଡଳୀରେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ହେଉଛି। ଏହି ପର୍ଯ୍ୟାୟରେ ୧୩୧୪ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ବୀ ପ୍ରସାଦ ଯାଦବ, ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧାରୀ ଏବଂ ବିଜୟ କୁମାର…