ଆସନ୍ତୁ ଜାଣିବା Flight Mode ର କିଛି ଖାସ୍ ଲାଭ ବିଷୟରେ

ଅଧିକାଂଶ ଲୋକ Flight Mode କୁ କେବଳ ଫ୍ଲାଇଟରେ ଯାତ୍ରା କରିବା ସମୟରେ ବ୍ୟବହାର କରନ୍ତି, କିନ୍ତୁ ବାସ୍ତବରେ, ଏହି ଫିଚର୍ସ ଦୈନନ୍ଦିନ ଜୀବନରେ ବହୁତ ଉପଯୋଗୀ ପ୍ରମାଣିତ ହୋଇପାରେ । ସ୍ମାର୍ଟଫୋନରେ ଥିବା ଏହି ଛୋଟ ଅପ୍ସନଟି ବ୍ୟାଟେରୀ ଲାଇଫ୍, ଫୋକସ୍ ଏବଂ ପ୍ରାଇଭେସୀକୁ ମଧ୍ୟ ଉନ୍ନତ…

ରୁପାଲି ଛକରେ ଭୟଙ୍କର ସଡ଼କ ଦୁର୍ଘଟଣା, ଅଟୋକୁ ଧକ୍କା ଦେଲା ଦ୍ରୁତଗାମୀ ‘ଆମ ବସ୍’ଜଣେ ମୃତ ଅନ୍ୟଜଣେ ଗୁରୁତର

ଭୁବନେଶ୍ୱରର ବ୍ୟସ୍ତବହୁଳ ରୁପାଲି ଛକରେ ଆଜି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଦ୍ରୁତଗାମୀ ‘ଆମ ବସ୍’ ଏକ ଅଟୋକୁ ପଛରୁ ଜୋରରେ ଧକ୍କା ଦେବା ଫଳରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ବସ୍‌ ମାଡ଼ରେ ଅଟୋଟି…

ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ – ବରିଷ୍ଠ ରାଜନେତା ମହମ୍ମଦ ମୋକିମ

ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ । ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ବରିଷ୍ଠ ରାଜନେତା ମହମ୍ମଦ ମୋକିମ । ସେ କହିଛନ୍ତି ରାଜ୍ୟରେ ଅନେକ ଯୁବ ନେତୃତ୍ୱଙ୍କୁ ଏକ ବଡ ସୁଯୋଗ ଆବଶ୍ୟକତା ରହିଛି, ସେଥିପାଇଁ ସିଏ ଆମ ସହ ଯୋଗାଯୋଗରେ ଅଛନ୍ତି । ଆମେ ମଧ୍ୟ ଯୁବ ଏବଂ ବୁଦ୍ଧିଜୀବୀଙ୍କ ସହ…

ଚିଲିକାର ହେବ ସୌନ୍ଦର୍ଯ୍ୟକରଣ, ୧୫ଶହରୁ ୨ ହଜାର କୋଟିର DPR ପ୍ରସ୍ତୁତ ହେଉଛି

ନୂଆରୂପ ପାଇବ ଚିଲିକା । ଚିଲିକାର ପେରିଫେରିକୁ ଡେଭଲପମେଣ୍ଟ କରାଯିବ । ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ କରାଯିବ ଚିଲିକା । ଚିଲିକାର ହେବ ସୌନ୍ଦର୍ଯ୍ୟକରଣ । ଚିଲିକା ପାଇଁ ୧୫୦୦ରୁ ୨ ହଜାର କୋଟିର DPR ପ୍ରସ୍ତୁତ ହେଉଛି ବୋଲି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । ଚିଲିକା…

ଆଜି ଆଧୁନିକ ଓଡ଼ିଶାର ନିର୍ମାତା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀ

ଆଜି ଆଧୁନିକ ଓଡ଼ିଶାର ନିର୍ମାତା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀ । ଜାନକୀ ବଲ୍ଲଭ ଜନ୍ମ ଶତବାର୍ଷିକୀ କମିଟି ପକ୍ଷରୁ ବର୍ଷବ୍ୟାପୀ ଜନ୍ମ ଶତବାର୍ଷିକୀ ପାଳନ କରାଯିବ । ଆଜି ଦିନ ୧୧ଟାରେ ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲ ପଡିଆରେ ସମାରୋହ…

ଆଜି ପୌଷପୁର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି

ଆଜି ପୌଷପୁର୍ଣ୍ଣିମା ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି । ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇ ରାଜ ରାଜେଶ୍ବର ବେଶରେ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି। ଗୋଟିଏ ଦିନରେ ମହାପ୍ରଭୁଙ୍କର ୩୯ଟି ନୀତି ରହିଥିବାରୁ ବିଭିନ୍ନ ସେବାୟତ ନିଯୋଗ ସହ ସମନ୍ୱୟ ରଖିବା ପାଇଁ…

ଆସନ୍ତା ୫ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ପାଇଁ କିଛି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ନୟାଗଡ଼, ଢେଙ୍କାନାଳ, ବୌଦ୍ଧ, ପାରାଦ୍ବୀପ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗୋପାଳପୁର, ରାଉରକେଲା, ପାରଳାଖେମୁଣ୍ଡି, କୋରାପୁଟ, ଫୁଲବାଣୀ, ଭୁବନେଶ୍ବର, ସମ୍ବଲପୁର, ଭବାନୀପାଟଣା, ଚାନ୍ଦବାଲି, ବାରିପଦା ଏବଂ ହୀରାକୁଦ ଅଞ୍ଚଳରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି। ଘନ କୁହୁଡ଼ି ଯୋଗୁଁ ବିମାନ…

ଆଜିର ରାଶିଫଳ

ମେଷ: ଭ୍ରାତୃତ୍ବର ବନ୍ଧନ ନିବିଡ଼ ହେବ। ସୁସ୍ଥ ଓ ନିରାମୟ ରହିବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସେବା ମନୋଭାବର ହେବେ। କିଛିଟା ଅଶୁଭ ଫଳ ମିଳିପାରେ। ସୁଖୀ ଜୀବନ ବିତାଇବେ। ବୃଷ: ଚଳଚଞ୍ଚଳ ଓ ମତିଯୁକ୍ତ ହେବେ। ହଠାତ୍‌ କିଛି ଧନ ପ୍ରାପ୍ତିର ସୂଚନା ମିଳୁଛି।…

ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଚିଠି ଲେଖିଛନ୍ତି ବେଲୁଚ୍ ନେତା

ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଚିଠି ଲେଖିଛନ୍ତି ବେଲୁଚ୍ ନେତା । ଚୀନ୍ ବେଲୁଚିସ୍ତାନରେ ସାମରିକ ବାହିନୀ ମୁତୟନ କରିବାକୁ ଯାଉଥିବା ସେ ଚିଠିରେ ଦାବି କରିଛନ୍ତି । ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ପାକିସ୍ତାନର ବେଲୁଚିସ୍ତାନ ନେତା ମୀର ୟାର ବାଲୁଚ୍ ଚିଠି ଲେଖିଛନ୍ତି ।…

ଶ୍ରୀନଗର-ବାରାମୁଲ୍ଲା-ଉରି ରାଜପଥରେ ବଡ଼ ଧରଣର ଭୂସ୍ଖଳନ

ଶ୍ରୀନଗର-ବାରାମୁଲ୍ଲା-ଉରି ରାଜପଥରେ ଶୁକ୍ରବାର ବଡ଼ ଧରଣର ଭୂସ୍ଖଳନ ହୋଇଛି । ଏଥିଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ବଡ଼ ବଡ଼ ପଥର ରାସ୍ତା ଉପରେ ପଡ଼ିଛି । ଏନଏଚ୍-୧ର ବାରାମୁଲ୍ଲା ନିକଟରେ ଏହି ଭୂସ୍ଖଳନ ଘଟିଛି । ସମ୍ବାଦ ସରବରାହ ସଂସ୍ଥା ପିଟିଆଇ ଦ୍ୱାରା ସେୟାର କରାଯାଇଥିବା ଏକ…