୩୦୦ଟି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିବାରେ ତୃତୀୟ ଭାରତୀୟ ମହିଳା କ୍ରିକେଟର ହେବାର ଗୌରବ ଅର୍ଜନ କଲେ ସ୍ମୃତି ମନ୍ଧାନା

ଭାରତୀୟ ମହିଳା କ୍ରିକେଟ୍ ଦଳର ଷ୍ଟାର୍ ଓପନର୍ ତଥା ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏକ ଏଲିଟ୍ କ୍ଲବରେ ସାମିଲ ହୋଇଛନ୍ତି । ୩୦୦ଟି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିବାରେ ତୃତୀୟ ଭାରତୀୟ ମହିଳା କ୍ରିକେଟର ହେବାର ଗୌରବ ଅର୍ଜନ କରିଛନ୍ତି । ଶୁକ୍ରବାର ଐତିହାସିକ ଲର୍ଡସ ମୈଦାନରେ ଇଂଲଣ୍ଡ ବିପକ୍ଷ…

ଆଉ ଏକ ଶସ୍ତା ଫୋନ୍ ଲଞ୍ଚ କରିଛି HMD ,ଆସନ୍ତୁ ଜାଣିବା ଏହି ଶସ୍ତା ସ୍ମାର୍ଟଫୋନଟିର ସମ୍ପୂର୍ଣ୍ଣ ଡିଟେଲ୍ସ

HMD ଆଉ ଏକ ଶସ୍ତା ଫୋନ୍ ଲଞ୍ଚ କରିଛି । ଏହି ଶସ୍ତା ଫୋନ୍ ୨୦୨୪ ମସିହାରେ ଲଞ୍ଚ ହୋଇଥିବା HMD Arc ର ଏକ ଅପଗ୍ରେଡ୍ । ଏହାକୁ Arc 2 କୁହାଯାଏ, ଏଥିରେ ଏକ ପାୱାରଫୁଲ୍ ୫୦୦୦mAh ବ୍ୟାଟେରୀ ରହିଛି । ଏହା ସ୍ପେଶାଲ ଭାବରେ ବଜେଟ୍-ଫ୍ରେଣ୍ଡଲି ୟୁଜର୍ସଙ୍କ ପାଇଁ ଡିଜାଇନ୍ କରାଯାଇଛି । ତେବେ…

ଜଙ୍ଗଲ ପୋଡି ଯୋଗୁ ଅନୁନ୍ୟ ୧୧ ମୃତ ,୧୯ ନିଖୋଜ,୬୦୦ ଲୋକ ବାସହରା

ଦକ୍ଷିଣ ସ୍ପେନର ଅଣ୍ଡାଲୁସିୟା ଜଙ୍ଗଲରେ ଲାଗିଥିବା ନିଆଁ ଭୟଙ୍କର ରୂପ ଧାରଣ କରିଛି। ଜଙ୍ଗଲ ପୋଡି ଯୋଗୁ ଅନୁନ୍ୟ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ହେଳେ ୧୯ ଜଣ ନିଖୋଜ ଅଛନ୍ତି। ଜଙ୍ଗଲରେ ନିଆଁ ବ୍ୟାପିବା ଯୋଗୁ ୬୦୦ ଲୋକ ବାସହରା ହୋଇପଡିଛନ୍ତି। ଇତି ମଧ୍ୟରେ ପବନର ଦିଗ ବଦଳି ଯାଇଛି। ଏଣୁ ନିଆଁ…

ଭାରତରେ ଆରମ୍ଭ ହେବ ୨୦୨୬-୨୭ ବିଗ୍ ବାସ୍ ଲିଗ ସିଜିନ- ପିଏମ୍ ମୋଦିଙ୍କ ବଡ଼ ଘୋଷଣା

ଅଷ୍ଟ୍ରେଲିଆ ମେଲବୋର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରୁ ପିଏମ୍ ମୋଦିଙ୍କ ବଡ଼ ଘୋଷଣା କରିଛନ୍ତି । ୨୦୨୬-୨୭ ବିଗ୍ ବାସ୍ ଲିଗ ସିଜିନ ଭାରତରେ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି । ଏହି ଲିଗର ପ୍ରଥମ ମ୍ୟାଚ୍ ଡିସେମ୍ବରରେ ଖେଳାଯିବ । ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ମ୍ୟାଚ୍ ଖେଳାଯିବ ।…

ଚେକ୍ ବାଉନ୍ସ ମାମଲାରେ ପୁଣି ଅଡ଼ୁଆରେ ଅଭିନେତା ରାଜପାଲ ଯାଦବ , ଅଭିନେତା ରାଜପାଲଙ୍କୁ ୩ ମାସ ଜେଲ ଯିବାକୁ ପଡ଼ିବ

ଚେକ୍ ବାଉନ୍ସ ମାମଲାରେ ପୁଣି ଅଡ଼ୁଆରେ ଅଭିନେତା ରାଜପାଲ ଯାଦବ । ଅଭିନେତା ରାଜପାଲଙ୍କୁ ୩ ମାସ ଜେଲ ଯିବାକୁ ପଡ଼ିବ । ଦିଲ୍ଲୀ ହାଇକୋର୍ଟ ଦଣ୍ତାଦେଶ କାଏମ ରଖିଛନ୍ତି । ଟଙ୍କା ଫେରସ୍ତ ପାଇଁ ଅଧିକ ସମୟ ଆବେଦନ ଖାରଜ କରିଥିଲେ । ପୁଣି ଜେଲ ଯିବେ ଅଭିନେତା ରାଜପାଲ ଯାଦବ । ଚେକ୍ ବାଉନ୍ସ…

ଆଜି ଅନବସର ଦଶମୀ ତିଥିରେ ମହାପ୍ରଭୁଙ୍କ ଚକା ଅପସର ନୀତି

ଦେବସ୍ନାନ ପୂର୍ଣ୍ଣିମା ଦିନ ୧୦୮ କୁମ୍ଭ ସୁବାସିତ ଜଳରେ ଅତ୍ୟଧିକ ସ୍ନାନ ପରେ ଜ୍ଜରରେ ପୀଡ଼ିତ ଚତୁର୍ଦ୍ଦାବିଗ୍ରହଙ୍କର ସୁସ୍ଥତା ପାଇଁ ଚାଲିଛି ଗୁପ୍ତ ଉପଚାର । ଆଜି ଅନବସର ଦଶମୀ ତିଥିରେ ହେବ ମହାପ୍ରଭୁଙ୍କ ଚକା ଅପସର ନୀତି । ସେପଟେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ…

ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି , ଆରମ୍ଭରୁ କିସ୍ତି ପାଇ ନଥିବା ଯୋଗ୍ୟ ହିତାଧିକାରୀଙ୍କୁ…

ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି । ଆରମ୍ଭରୁ କିସ୍ତି ପାଇ ନଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏକକାଳୀନ କିସ୍ତି ମିଳିବ। ସୁଭଦ୍ରା ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ପୂର୍ବରୁ ୨୦୨୬-୨୦୨୭ ବର୍ଷରେ ନୂଆ ୩ ଲକ୍ଷ ୧୭ ହଜାର ୯୬୬…

ଏପ୍ରିଲରୁ ମେ’ ମାସ ମଧ୍ୟରେ ହେବ ପଂଚାୟତ ନିର୍ବାଚନ

ଏଥର ସାମାନ୍ୟ ବିଳମ୍ବ ହେବ ପଂଚାୟତ ନିର୍ବାଚନ । ଏପ୍ରିଲରୁ ମେ’ ମାସ ମଧ୍ୟରେ ହେବ ପଂଚାୟତ ନିର୍ବାଚନ । ‘ରାଜ୍ୟରେ ଏସ୍‌ଆଇଆର୍‌ କାର୍ଯ୍ୟ ଚାଲିରହିଥିବାରୁ ତାହା ସରୁ ସରୁ ସାମାନ୍ୟ ବିଳମ୍ବ ହେବ । SIR କାର୍ଯ୍ୟ ଶେଷ ନହେବା ପର୍ଯ୍ୟନ୍ତ ନିର୍ବାଚନ କରାଇବା ସମ୍ଭବ ହେବନି । ୨୦୨୭ ମାର୍ଚ୍ଚ…

୧୪ ବା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି,ପୁଣି ବର୍ଷା ବଢ଼ିବ

ରଥଯାତ୍ରା ସମୟରେ ରାଜ୍ୟରେ ପୁଣି ବର୍ଷା ବଢ଼ିବ । ୧୪ ବା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୭ତାରିଖ ସୁଦ୍ଧା ଏହା ଲଘୁଚାପର ରୂପ ନେବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ…

ଏଣିକି ସପ୍ତାହକୁ ମାତ୍ର ଥରେ ମଧୁମେହ ରୋଗୀ ନେବେ ଇନସୁଲିନ୍

ମଧୁମେହ ରୋଗୀଙ୍କ ପାଇଁ ଖୁସି ଖବର । ଏଣିକି ପ୍ରତିଦିନ ନେବାକୁ ପଡିବନି ଇନସୁଲିନ୍ । ସପ୍ତାହକୁ ମାତ୍ର ଥରେ ନେବେ ଇଞ୍ଜେକ୍ସନ। ଭାରତରେ ଲଞ୍ଚ ହେଲା ବିଶ୍ୱର ପ୍ରଥମ ଏବଂ ଏକମାତ୍ର ସପ୍ତାହକୁ ଥରେ ନେଉଥିବା ଇନସୁଲିନ୍ । ଡେନମାର୍କର ଔଷଧ ନିର୍ମାତା କମ୍ପାନୀ ନୋଭୋ ନରଡିସ୍କ ଲଞ୍ଚ କରିଥିବା ଏହି…