ପ୍ରବଳ ବର୍ଷା
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅପରାହ୍ଣ ସୁଦ୍ଧା କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ରହିଅଛି। ଧୀରେ ଧୀରେ ଏହା ଉତ୍ତର ଦିଗକୁ ଗତି କରି ୯ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ବାଂଲାଦେଶ ଉପକୂଳ…
Trending