ଯାତ୍ରାଜଗତର ବର୍ଷୀୟାନ କଳାକାର ଦେବୀପ୍ରସାଦ ରଥଙ୍କ ପରଲୋକ
ଯାତ୍ରାଜଗତର ବର୍ଷୀୟାନ କଳାକାର ଦେବୀପ୍ରସାଦ ରଥଙ୍କ ପରଲୋକ ଘଟିଛି। ଜଗତସିଂହପୁର ଜିଲା ପାରାଦୀପଗଡ଼ସ୍ଥିତ ବାସଭବନରେ ମଙ୍ଗଳବାର ରାତିରେ ହୃଦ୍ଘାତରେ ଦେହାନ୍ତ ହୋଇଛି। ୪୨ ବର୍ଷର ଯାତ୍ରା କ୍ୟାରିୟରରେ ଅଭିନୟର ଏକ ସ୍ବତନ୍ତ୍ର ଛାପ ଛାଡ଼ିଯାଇଛନ୍ତି ଦେବୀପ୍ରସାଦ। ସେ ମଞ୍ଚରେ ଅଭିନୟ କରିବା…