ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ,ପ୍ରବଳ ବର୍ଷା ନେଇ ରାଜ୍ୟର ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଭୋର ୫ଟା ୩୦ ମିନିଟ୍ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…