କାଲିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା
ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିବାର ଖବର ସାମ୍ନାକୁ ଆସିଛି। ଆସନ୍ତାକାଲିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।ସୂଚନାନୁଯାୟୀ, ଗୋଟିଏ ନୁହେଁ, ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ। ୨୯…