ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ

ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ। ଗତ ୨୧ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଥିଲେ ଜଗନ୍ନାଥ। ବିଜେପି ପ୍ରାର୍ଥୀ ମମତା ମହାନ୍ତ ନାମାଙ୍କନ ଦାଖଲ କରିବା ପରେ ଜଗନ୍ନାଥ ମଧ୍ୟ ନାମାଙ୍କନ ଦାଖଲ କରିଥିଲେ।…

ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ବିପର୍ଯ୍ୟସ୍ତ, ସବୁ ସ୍କୁଲ କଲେଜକୁ ଛୁଟି ଘୋଷଣା

ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ବିପର୍ଯ୍ୟସ୍ତ ହୋଇପଡିଛି। ବିଗତ ଚବିଶ ଘଣ୍ଟା ମଧ୍ୟରେ କେବଳ ଅହମ୍ମଦାବାଦରେ ୮୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଗାମୀ ଦୁଇ ତିନିଦିନ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ଚେତାବନୀ…

କୃଷ୍ଣମୟ ହେଲା ସାରା ଦେଶ , ଶ୍ରୀମନ୍ଦିରରେ ଆଜି ନନ୍ଦୋତ୍ସବ ନୀତି

କୃଷ୍ଣମୟ ହେଲା ସାରା ଦେଶ। ଜନ୍ମାଷ୍ଟମୀରେ ଭକ୍ତିଭାବରେ ବୁଡିଲା ସାରା ବିଶ୍ଵ। ସୋମବାର ରାତିରେ ବିଭିନ୍ନ କୃଷ୍ଣ ମନ୍ଦିରରେ ଜନ୍ମାଷ୍ଟମୀ ପାଳିତ ହୋଇଛି। ଏଥିପାଇଁ ମନ୍ଦିର ଗୁଡିକରେ ସ୍ଵତନ୍ତ୍ର ନୀତିକାନ୍ତି କରାଯାଇଥିଲା। ଦେଶର ସବୁ ମନ୍ଦିରରେ ରାତି ସାରା ଲାଗିଥିଲା ଭକ୍ତଙ୍କ ଭିଡ। ଭଜନ…

୫ ଦିନ ପ୍ରବଳ ବର୍ଷା

ଆସନ୍ତା ୫ ଦିନ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ। ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଟି ସକ୍ରିୟ ରହିଛି ଓ ଆସନ୍ତା ଦୁଇ ଦିନରେ ଏହା ୱେଲ ମାର୍କଡ୍‌ ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର  ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର  ଓଡ଼ିଶା ଓ ଝାଡ଼ଖଣ୍ଡ…

ଜୋମାଟୋ ଗ୍ରାହକଙ୍କ ପାଇଁ ଖୁସି ଖବର

ଜୋମାଟୋ କେବଳ ଦେଶ ନୁହେଁ ବରଂ ବିଦେଶରେ ମଧ୍ୟ ବେଶ ପରିଚିତ । ନିକଟରେ ଜୋମାଟୋ କମ୍ପାନୀ ଏହାର ଗ୍ରାହକଙ୍କ ପାଇଁ ଏକ ନୂତନ ଫିଚର ଲଞ୍ଚ୍ କରିଛି । ଫଳରେ ଅନେକ ଗ୍ରାହକ ଲାଭାନ୍ୱିତ ହୋଇପାରିବେ ।କମ୍ପାନୀର ପ୍ରତିଷ୍ଠାତା ଏବଂ ସିଇଓ ଦୀପିନ୍ଦର ଗୋୟଲ ଜୋମାଟୋର ନୂତନ ଫିଚରକୁ ନେଇ ‘ଏକ୍ସ’ରେ ଏକ…

ଅଭିଷେକଙ୍କ ଯୋଗୁ ଫିଲ୍ମରୁ ଦୂରେଇ ଗଲେ ଐଶ୍ୱର୍ଯ୍ୟା

ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ସମ୍ପର୍କକୁ ନେଇ ଗତ କିଛି ମାସ ଧରି ବିଭିନ୍ନ କଳ୍ପନାଜଳ୍ପନା କରାଯାଉଥିଲା। କୁହାଯାଉଥିଲା ଯେ ଦୁହେଁ ଛାଡପତ୍ର ହେବାକୁ ଯାଉଛନ୍ତି। ଐଶ୍ୱର୍ଯ୍ୟା ତାଙ୍କ ଶାଶୁ ଜୟା ବଚ୍ଚନ ଏବଂ ନଣନ୍ଦ ଶ୍ୱେତା ବଚ୍ଚନ ନନ୍ଦାଙ୍କ ସହ ତାଙ୍କର ଆଦୌ ପଡେ ନାହିଁ।…

ପଞ୍ଜାବକୁ ଯିବେ ରୋହିତ

୨୦୨୫ ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ମେଗା ନିଲାମରେ ରୋହିତ ଶର୍ମାଙ୍କୁ ଦେଖିବାକୁ ମିଳିପାରେ। ଯଦି ମୁମ୍ବାଇ ଇଣ୍ଡିଆନ୍ସ ତାଙ୍କୁ ମୁକ୍ତ କରେ ତେବେ ପଞ୍ଜାବ କିଙ୍ଗସ ତାଙ୍କୁ ଯେକୌଣସି ମୂହୁର୍ତ୍ତରେ କିଣିବାକୁ ଚାହିଁବ। ଶିଖର ଧାୱନଙ୍କ ଅବସର ପରେ ପଞ୍ଜାବ ପାଖରେ…

ଜାରି ହେଲା ସୁଭଦ୍ରା ଯୋଜନାର ଗାଇଡଲାଇନ

ସୁଭଦ୍ରା ଯୋଜନାର ଗାଇଡଲାଇନ ବା ନିର୍ଦେଶାବଳୀ ଜାରି କରିଛନ୍ତି ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ। ଗାଇଡଲାଇନ ଅନୁସାରେ ୨୧ ବର୍ଷରୁ ଅଧିକ ଏବଂ ୬୦ ବର୍ଷରୁ କମ ବୟସର ମହିଳାମାନେ ଏହି ଯୋଜନାରେ ଆବେଦନ କରିପାରିବେ। ସେମାନଙ୍କ ଆଧାରକାର୍ଡରେ ରହିଥିବା ଜନ୍ମ ତାରିଖକୁ ଆଧାର କରି…

ତାଲିକା ପ୍ରକାଶ କରି କିଛି ସମୟ ପରେ ପ୍ରତ୍ୟାହାର କରିନେଲା ଭାଜପା

ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ସୋମବାର ବିଜେପି ଏକ ନୂତନ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ୧୫ ଜଣ ପ୍ରାର୍ଥୀଙ୍କୁ ଟିକେଟ୍ ଦିଆଯାଇଛି। ପୂର୍ବାହ୍ନରେ ବିଜେପି ୪୪ ଜଣିଆ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଥିବା…

ସାର୍ବଜନୀନ ହେବ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ

ଖୁବ୍ ଶୀଘ୍ର ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରାଯିବ। ଏ ନେଇ ନିଷ୍ପତ୍ତି ନେବେ ସରକାର।ମୁଖ୍ୟମନ୍ତ୍ରୀ ଏ ନେଇ ଆଲୋଚନା କରିଛନ୍ତି। ଆଗାମୀ ଦିନରେ ସରକାର କଣ କରିବେ ସେ ନେଇ ଶୀଘ୍ର ନିଷ୍ପତ୍ତି ହେବ। ଏଭଳି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ…