ବିଳମ୍ବରେ ରିଲିଜ୍‌ ‘ପୁଷ୍ପା୨’ ହେବ

ପୁଷ୍ପା’ ଖୁବ୍‌ ଲୋକପ୍ରିୟ ହୋଇଥିଲା। ଆଉ ଏହାର ‘ସାମି..ସାମି ..’ ଗୀତଟି ଯୁବପିଢ଼ିଙ୍କ ହୃଦୟ ଜିଣିଥିଲା। ଏବେ ଦର୍ଶକ ଏହାର ଦ୍ବିତୀୟ ଭାଗ ‘ପୁଷ୍ପା: ଦ ରୁଲ୍‌’ର ରିଲିଜ୍‌କୁ ଅପେକ୍ଷା କରିଛନ୍ତି। ହେଲେ ଏହାରି ଭିତରେ ରିଲିଜ୍ ବିଳମ୍ବିତ ହେବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି। ଡିସେମ୍ବର…

ମୋଦିଙ୍କୁ ନିମନ୍ତ୍ରଣ ପଠାଇଲା ପାକିସ୍ତାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପାକିସ୍ତାନ ପଠାଇଛି ନିମନ୍ତ୍ରଣ। କାଉନସିଲ ଅଫ ହେଡସ ଅଫ ସରକାରୀ (ସିଏଚଜି) ବୈଠକରେ ଯୋଗ ଦେବାକୁ ପାକିସ୍ତାନରେ ନିମନ୍ତ୍ରଣ କରିଛି। ଅକ୍ଟୋବର ୧୫ ଏବଂ ୧୬ରେ ଇସଲାମାବାଦରେ ଏହି ବୈଠକ ଅନୁଷ୍ଠିତ ହେବ ଏବଂ ଏଥିରେ ଚାଇନା ଯୋଗଦେବାର ଆଶା ରହିଛି। ଏଥିରେ…

ଆଇଏଲ୍‌ଏସ୍‌ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା

ଆଇଏଲ୍‌ଏସ୍‌ର ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଛନ୍ତି। ଭୁବନେଶ୍ବରସ୍ଥିତ ତାଙ୍କ ଘରୁ ମୃତଦେହ ଉଦ୍ଧାର କରାଯାଇଛି। ଏହା ପରେ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏବେ କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପାଇଁ ମୃତଦେହ…

ଗେଟ ୨୦୨୫ର ଶିଡ୍ୟୁଲ ପରିବର୍ତ୍ତନ

ଆଇଆଇଟି ପକ୍ଷରୁ ଇଞ୍ଜିନିୟରିଂ କୋର୍ସରେ ଆଡମିସନ ପାଇଁ ଗ୍ରାଜୁଏଟ୍ ଆପ୍ଟିଟ୍ୟୁଡ୍ ଟେଷ୍ଟ ଇନ୍ ଇଞ୍ଜିନିୟରିଂ (ଗେଟ) ୨୦୨୫ର ଶିଡ୍ୟୁଲ ପରିବର୍ତ୍ତନ କରାଯାଇଛି । ଏବେ ଗେଟ ୨୦୨୫ ପାଇଁ ନୂଆ ରେଜିଷ୍ଟ୍ରେସନ ତାରିଖ ଘୋଷଣା କରାଯାଇଛି । ପୂର୍ବରୁ ରେଜିଷ୍ଟ୍ରେସନ ତାରିଖ ଅଗଷ୍ଟ ୨୪ ରହିଥିବା ବେଳେ…

ଆରମ୍ଭ ହେବ ୬ଜି ସେବା

ଦେଶରେ ୫ଜି ପରେ ୬ଜି ସେବା ପାଇଁ କେନ୍ଦ୍ର ଟେଲିକମ୍‌ ମନ୍ତ୍ରଣାଳୟ ପ୍ରସ୍ତୁତ ହେଉଛି। ଶନିବାର ଏଭଳି ଏକ ଖବର ସାମ୍‌ନାକୁ ଆସିଛି। ଭାରତୀୟ ଟେଲିକମ୍‌ କମ୍ପାନୀଗୁଡ଼ିକ ସମସ୍ତ ୬ଜି ପେଟେଣ୍ଟରେ ୧୦ ପ୍ରତିଶତ ଅଂଶଧନ ହାସଲ କରିବାକୁ ଏବଂ ଆଗାମୀ ୩ ବର୍ଷ ମଧ୍ୟରେ ବିଶ୍ୱ ମାନଦଣ୍ଡରେ ଷଷ୍ଠାଂଶ…

ଟେଲିଗ୍ରାମ୍‌ର ପ୍ରତିଷ୍ଠାତା ଗିରଫ

ମେସେଜିଂ ଆପ୍‌ ‘ଟେଲିଗ୍ରାମ’ର ପ୍ରତିଷ୍ଠାତା ପାଭେଲ ଡୁରୋଭଙ୍କୁ ଗିରଫ କରିଛି ପୋଲିସ। ଫ୍ରାନ୍ସର ବର୍ଗେଟ ବିମାନ ବନ୍ଦରରେ ଡୁରୋଭଙ୍କୁ ପୋଲିସ ଗିରଫ କରିଥିବା ଜଣାପଡ଼ିଛି। ସେ ପ୍ରାଇଭେଟ ଜେଟ୍‌ରେ ଆଜରବାଇଜାନ ଯିବା ବେଳେ ପୋଲିସ ତାଙ୍କୁ ଅଟକ ରଖିଥିଲା ପରେ ତାଙ୍କୁ ଗିରଫ କରିଛି। ତାଙ୍କ…

ଫୁଲ଼ୁଛି ମହାନଦୀ

ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ରାଜ୍ୟର ବିଭିନ୍ନ ଜିଳ୍ଲାରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତା ଘାଟରେ ମଧ୍ୟ ଯାତାୟତ ପ୍ରଭାବିତ ହୋଇଛି । ସେପଟେ ହୀରାକୁଦ ଜଳଭଣ୍ଡାରରେ ମଧ୍ୟ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଉଛି ।ହୀରାକୁଦରେ…

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସମ୍ବଲପୁର, ଦେବଗଡ଼, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ,…

ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ହିନ୍ଦୁ ସଂଗଠନ

ଭୁବନେଶ୍ୱର: ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ସିବିଆଇ ତଦନ୍ତ ଓ ୨୫ ବର୍ଷ ଧରି କେନ୍ଦୁଝର ଜେଲ୍‌ରେ ସଜା କାଟୁଥିବା ହିନ୍ଦୁ ନେତା ଦାରା ସିଂହଙ୍କୁ ମୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନୁରୋଧ ଜଣାଇଛି ସତ୍ୟ ସନାତନ ସମାଜ। ଯନ୍ତ୍ରୀ ଦେବାଶିଷ ହୋତାଙ୍କ ନେତୃତ୍ବରେ…

ଆଜି ମହାରାଷ୍ଟ୍ର ଓ ରାଜସ୍ଥାନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ଜଲଗାଓଁ ଏବଂ ରାଜସ୍ଥାନର ଯୋଧପୁର ଗସ୍ତ କରିବେ । ସକାଳ ପ୍ରାୟ ୧୧:୧୫ ସମୟରେ, ପ୍ରଧାନମନ୍ତ୍ରୀ ଲକ୍ଷପତି ଦିଦି ସମ୍ମିଳନୀରେ ଅଂଶଗ୍ରହଣ କରିବେ । ଅପରାହ୍ନ ପ୍ରାୟ ୪:୩୦ ସମୟରେ, ପ୍ରଧାନମନ୍ତ୍ରୀ ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର…