ଅନଲାଇନ୍ ଅଟୋ ସଂଘର ସଭାପତି ଦୀନବନ୍ଧୁ ନାୟକ ଗିରଫ
ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍ ଛକରେ ହୋଇଥିବା ଉତ୍ତେଜନାପୂର୍ଣ୍ଣ ଆନ୍ଦୋଳନ ଓ ଗଣ୍ଡଗୋଳ ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଫେରାର ରହିବା ପରେ ଅନଲାଇନ୍ ଅଟୋ ସଂଘର ସଭାପତି ଦୀନବନ୍ଧୁ ନାୟକଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ପୁରୀରୁ ତାଙ୍କୁ କାବୁ କରାଯାଇଥିବା ସୂଚନା…