ପଦ୍ମିନୀଙ୍କୁ ସ୍ବିସ୍‌ କ୍ବିନ୍ସ ମୁକୁଟ

ଭୁବନେଶ୍ବର‌: ଓଡ଼ିଶାର ଚେସ୍‌ ରାଣୀ ଆନ୍ତର୍ଜାତିକ ମାଷ୍ଟର ପଦ୍ମିନୀ ରାଉତ ବୁଧବାର ୩୦ତମ ସ୍ବିସ୍‌ କ୍ବିନ୍ସ ଅନ୍‌ଲାଇନ୍‌ ବ୍ଲିଜ୍‌ ପ୍ରତିଯୋଗିତାର ବିଜେତା ହୋଇଛନ୍ତି। ମୋଟ୍‌ ୧୧ ରାଉଣ୍ଡରୁ ପଦ୍ମିନୀ ୯ ପଏଣ୍ଟ ସ୍କୋର କରି ବେଲାରୁଷର ଓଲଗା ‌ବାଦେଲ୍‌କାଙ୍କ ସହ ଯୁଗ୍ମ ପ୍ରଥମ ସ୍ଥାନରେ…

ଆଜିର ରାଶିଫଳ

ମେଷ: ଅଫିସରେ ଅଧିକ ସମୟ କାମ କରନ୍ତୁ ଅଧୁରା କାମ ପୂରା ହୋଇଯିବ। ଦାମ୍ପତ୍ୟ ଜୀବନରେ ମିଷ୍ଟତା ରହିବ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶିକ୍ଷାର୍ଥୀ କୌଣସି ବରିଷ୍ଠଙ୍କର ପରାମର୍ଶ ନିଅନ୍ତୁ।‌ ବୃଷ: ବ୍ୟବସାୟରେ କିଛି ନୂଆ କରିବା ପାଇଁ ମନରେ ନୂଆ ବିଚାର ଆସିବ। ପରିବାରରେ ଲାଗି ରହିଥିବା…

ଉତ୍ତରାଖଣ୍ଡରେ ଭୁସ୍ଖଳନ-ତ୍ରିପୁରାରେ ବନ୍ୟା

ପ୍ରବଳ ବର୍ଷା ଯୋଗୁଁ ଉତ୍ତରାଖଣ୍ଡର ଖାଟ ଗେଦେରା ସଂଲଗ୍ନ ହେଲିପ୍ୟାଡ ନିକଟରେ ଭୁସ୍ଖଳନ ଯୋଗୁଁ ମାଟି ତଳେ ଚାପି ହୋଇ ୪ ନେପାଳୀ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି। ସମସ୍ତ ପର୍ଯ୍ୟଟକଙ୍କ ମୃତ ଦେହକୁ ଉଦ୍ଧାର କରି ଉତ୍ତରାଖଣ୍ଡ ଜିଲ୍ଲା ପ୍ରଶମନ ବିଭାଗ ରୁଦ୍ରପ୍ରୟାଗକୁ ଆଣିଛି। ତ୍ରିପୁରା ରାଜଧାନୀ…

ଶେଷ ହେବ ୟୁକ୍ରେନ-ରୁଷ ଯୁଦ୍ଧ

ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ୟୁକ୍ରେନରେ ନରେନ୍ଦ୍ର ମୋଦୀ ପହଞ୍ଚିଛନ୍ତି। ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ନିମନ୍ତ୍ରଣରେ ପିଏମ ମୋଦି ଏହି ଗସ୍ତରେ ଆଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ…

ବଙ୍ଗୋପସାଗରରେ ଲଘୁଚାପ

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।ଆସନ୍ତା…

କେବଳ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ବିବାଦର ସମାଧାନ ହୋଇପାରିବ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ରୁଷ୍-ୟୁକ୍ରେନ ଯୁଦ୍ଧ ସମୟରେ ଭାରତ ନିରପେକ୍ଷ କିମ୍ବା ଉଦାସୀନ ନଥିଲା ଏବଂ ସବୁବେଳେ ଶାନ୍ତି ସପକ୍ଷରେ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। କିଭରେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଆଲୋଚନା ବେଳେ ଶ୍ରୀ ମୋଦୀ ଭାରତର ଆଭିମୁଖ୍ୟକୁ ଦୋହରାଇଛନ୍ତି ଓ…

୨୪ଶହ ଟପିଲା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଛି। ଗୁରୁବାର ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୪ଶହ ଟପିଯାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଗତ ବର୍ଷଠାରୁ କମ୍‌ ରହିଥିବା କହିଛନ୍ତି ଜନସ୍ବାସ୍ଥ୍ୟ…

ସୁଭଦ୍ରା’ ଯୋଜନା ପାଇଁ ଏସଓପି

ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ରଖିଥିଲା ଭାଜପା। ଏହାକୁ ମୁଦ୍ଦା କରି ନିର୍ବାଚନ ବୈତରଣୀ ମଧ୍ୟ ପାର ହୋଇଥିଲା। ତେବେ ଶୁକ୍ରବାର ସରକାର ଏହି ଯୋଜନାର ଏସ୍‌ଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ।…

ରାଜ୍ୟରେ ପୁଣି ଖାଲି ହେଲା ଗ୍ରାମ ରୋଜଗାର ସେବକ ପଦ

ଜିଆରଏସ ପଦ ପୂରଣ ପାଇଁ କୋରାପୁଟ ଜିଲ୍ଲା ତରଫରୁ ନିଯୁକ୍ତି ସୁଯୋଗ ଆସିଥିଲା । ତେବେ ଏହା ମଧ୍ୟରେ ପୁଣି କିଛି ଜିଆରଏସ ପଦ ପୂରଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଗଞ୍ଜାମ ଜିଲ୍ଲାରେ ୩୭୫ଟି ଗ୍ରାମ ରୋଜଗାର ସେବକ ପଦ ପୂରଣ ହେବ । ଏଥିପାଇଁ ଆବେଦନ କରିବାର ଅନ୍ତିମ ତାରିଖ ସେପ୍ଟେମ୍ବର ମାସ…

ଜିଓ ପଛରେ ପଡିଲା ବିଏସ୍‌ଏନ୍‌ଏଲ୍‌

ଟେଲିକମ୍‌ କମ୍ପାନୀ ‘ରିଲାଏନ୍ସ ଜିଓ’ ଓଡ଼ିଶାର ସର୍ବାଧିକ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଉଭା ହୋଇଛି। ଏପରିକି ରାଜ୍ୟରେ ଜିଓ ତା’ର ୧ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି। ଉଲ୍ଲେଖଯୋଗ୍ୟ, ଟେଲିକମ୍‌ ରେଗୁଲେଟୋରି ଅଥରିଟି ଅଫ୍‌ ଇଣ୍ଡିଆ(ଟ୍ରାଇ) ଦ୍ୱାରା ପ୍ରକାଶିତ ସର୍ବଶେଷ…