ନାଳରେ ଭାସିଯାଇ ନାବାଳକ ମୃତ

ବ୍ରହ୍ମପୁର: ଗଂଜାମ ଜିଲ୍ଲା ବ୍ରହ୍ମପୁର ସହରରେ ନାଳରେ ଭାସିଯାଇ ନାବାଳକ ସାଇରାମ ପାତ୍ର (୧୦)ର ମୃତ୍ୟୁ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅବଗତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଘଟଣା ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା…

ବିଶିଷ୍ଟ ବୈଜ୍ଞାନିକମାନଙ୍କୁ ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର ୨୦୨୪ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ବିଶିଷ୍ଟ ଓ ବିଶିଷ୍ଟ ବୈଜ୍ଞାନିକମାନଙ୍କୁ ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର ୨୦୨୪ ପ୍ରଦାନ କରିଛନ୍ତି। ପ୍ରଫେସର ଗୋବିନ୍ଦରାଜନ ପଦ୍ମନାଭନଙ୍କୁ ରାଷ୍ଟ୍ରପତି ବିଜ୍ଞାନ ରତ୍ନ ୨୦୨୪ ପୁରସ୍କାର ପ୍ରଦାନ କରିଥିଲେ। କୃଷି ବିଜ୍ଞାନ କ୍ଷେତ୍ରରେ…

ସବୁ ଶିକ୍ଷାନୁଷ୍ଠାନକୁ ଦିଆଯିବ ଜମିପଟ୍ଟା

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ବିଧାନସଭାରେ ଏକ ବଡ଼ ଘୋଷଣା କରିଛନ୍ତି। ପ୍ରାଥମିକ ସ୍କୁଲଠାରୁ ଆରମ୍ଭ କରି ବିଶ୍ବବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନକୁ ଡିସେମ୍ବର ସୁଦ୍ଧା ପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି। ୨୪ ବର୍ଷର ସରକାର ସମୟରେ ଅନେକ…

ଆସୁଛି ନୂଆ ସିନେମା ଆଶ୍ରମ

କୌଣସି କ୍ଷେତ୍ରରେ ସଫଳତା ପାଇବା ସହଜ କଥା ନୁହେଁ। ଏଥିପାଇଁ ଲୋଡା ଏକାଗ୍ରତା, ଚେଷ୍ଟା ଆଉ ପ୍ରଗାଢ଼ ନିଷ୍ଠା। ପାଠପଢ଼ା ସମୟରେ ସେ ନିଜକୁ ନୃତ୍ୟ କଳା ସହ ଜଡିତ ରଖିଥିଲେ। ତଥାପି ସେ ନିଜର ଲକ୍ଷ୍ୟ ହାସଲ କରିବା ସହ ଜଣେ ଆଇଏଏସ ଅଫିସର ହୋଇପାରିଛନ୍ତି। ନିଜ କର୍ତ୍ତବ୍ୟମୟ ଜୀବନରେ ସେ କିପରି…

ଓଡ଼ିଶାରେ ସୁନାଖଣି , ନିଲାମ ପାଇଁ ପ୍ରସ୍ତୁତ

ଓଡିଶାରେ ସୁନା ଖଣିର ସନ୍ଧାନ ମିଳିଛି। ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ପ୍ରଶ୍ନକାଳ ସମୟରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଖଣି ମନ୍ତ୍ରୀ ବିଭୂତି ଜେନା ଉତ୍ତର ରଖି ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଦେବଗଡ ଜିଲା…

ସିମ୍‌ ବକ୍ସ ମାମଲା : ମାଷ୍ଟରମାଇଣ୍ଡ ଆସାଦୁର ଜମାନର ଫଟୋ ଜାରି କରିଛି କମିଶନରେଟ ପୁଲିସ

ସିମ୍‌ ବକ୍ସ ମାମଲାରେ ସାମ୍ନାକୁ ଆସୁଛି ସାଂଘାତିକ ତଥ୍ୟ। ଏହି ମାମଲାରେ ପୁଲିସ କମିଶନର ସଞ୍ଜୀବ ପଣ୍ଡା ସାମ୍ବାଦିକ ସମ୍ମିଳନୀ ଜରିଆରେ କହିଛନ୍ତି, ରାଜୁ ମଣ୍ଡଳକୁ ରିମାଣ୍ଡରେ ନେବା ପରେ କମିଶନରେଟ ପୁଲିସ ହାତରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଛି । ଏହି ଘଟଣାର ମାଷ୍ଟରମାଇଣ୍ଡ…

ବେଆାଇନ ମଦ ଭାଟି ଉପରେ ଚାଲିବ ବୁଲଡ଼ୋଜର

ବେଆଇନ ମଦ କାରବାର ବିରୋଧରେ ଖୁବଶୀଘ୍ର ଆକ୍ସନ ମୋଡକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାର ଆସିବେ। ଚିକିଟି ମଦ ମୃତ୍ୟୁ ଘଟଣାରେ ଜଣଙ୍କୁ ବଦଳି ଓ ଦୁଇ ଜଣଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି।ଗଞ୍ଜାମ ମଦ ମୃତ୍ୟୁ ଘଟଣାରେ ଆରଡିସି ତଦନ୍ତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ନେଇ…

ବଦଳିଲା ଯୁକ୍ତ ଦୁଇ ପ୍ରଶ୍ନପତ୍ର

ଯେଉଁ ଛାତ୍ରଛାତ୍ରୀ ୨୦୨୩ରେ ପଞ୍ଜୀକୃତ କରିଥିବେ ଏବଂ ଆସନ୍ତାବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବେ ସେମାନଙ୍କ ପାଇଁ ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି । ଏହା ଅନୁଯାୟୀ, ବାର୍ଷିକ ପରୀକ୍ଷାରେ ଏଣିକି ଆଉ ୧୦୦ ମାର୍କ ନୁହେଁ, ୮୦ ମାର୍କର ଥିଓରୀ ପରୀକ୍ଷା ଦେବାକୁ ହେବ। ପାସ୍ ହେବାକୁ ହେଲେ, ୩୦…

କଂସ କୁ ବଧ କରିବାକୁ ଆସୁଛନ୍ତି  ବାଳ ଗୋପାଳ !

ହିନ୍ଦୁ ଧର୍ମରେ ଜନ୍ମାଷ୍ଟମୀ ପର୍ବର ବିଶେଷ ମହତ୍ତ୍ୱ ରହିଛି । ଭଗବାନ ବିଷ୍ଣୁଙ୍କ ଅଷ୍ଟମ ଅବତାର ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବକୁ ପାଳନ କରିବା ପାଇଁ ଏହି ପର୍ବ ପାଳନ କରାଯାଏ । ଜନ୍ମାଷ୍ଟମୀ ଦିନ ଶ୍ରୀକୃଷ୍ଣଙ୍କୁ ବାଳ ଗୋପାଳ ରୂପରେ ପୂଜା କରାଯାଏ । ଏହା ସାରା ଦେଶରେ ଖୁବ ହର୍ଷ,…

ସମରଝୋଳ ଦୁର୍ଘଟଣା

ଗଞ୍ଜାମ ସମରଝୋଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସମବେଦନା ସହ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଏବଂ ଗୁରୁତର ଆହତଙ୍କୁ ୧ଲକ୍ଷ ଲେଖାଏଁ ସହାୟତା ରାଶି ଦେବାକୁ ନିର୍ଦେଶ ଦେଇଛନ୍ତି। ଏପରିକି ଆହତଙ୍କ ଚିକିତ୍ସା ସମ୍ପୂର୍ଣ୍ଣ…