ଶିମିଳିପାଳରେ ମାଇନସ୍କୁ ଖସିଛି ପାରଦ,ଫଳରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ
ଅସମ୍ଭାଳ ଜାଡ଼ରେ ଥରୁଛି ଓଡ଼ିଶା । ମୟୁରଭଞ୍ଜ ଜିଲ୍ଲା ଶିମିଳିପାଳରେ ମାଇନସ୍କୁ ଖସିଛି ପାରଦ । ଫଳରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ସେହିପରି ରାଉରକେଲାରେ ୩.୬ ଡିଗ୍ରୀ ପାରଦ ରେକର୍ଡ କରାଯାଇଛି । ଝାରସୁଗୁଡ଼ାରେ ୪.୬ ଡିଗ୍ରି ରେକର୍ଡ ହୋଇଛି । ଶୀତରେ ୭୨ ବର୍ଷର ରେକର୍ଡ ଭାଙ୍ଗିଛି ପାରଦ ।…