ବିଶ୍ୱର ପ୍ରମୁଖ ଶିଳ୍ପପତିଙ୍କୁ ଓଡ଼ିଶାରେ ଉତ୍ପାଦନ ୟୁନିଟ୍ ସ୍ଥାପନ ଏବଂ ଡାଉନଷ୍ଟ୍ରିମ୍ ଶିଳ୍ପର ପ୍ରସାର ପାଇଁ…
ମୁମ୍ବାଇଠାରେ ଆୟୋଜିତ 'ଇଣ୍ଡିଆ କେମ୍ ୨୦୨୬' (India Chem 2026)ର ସିଇଓ ଗୋଲଟେବୁଲ ବୈଠକରେ ଓଡ଼ିଶା ସରକାର ରାଜ୍ୟର ରସାୟନ ଏବଂ ପେଟ୍ରୋକେମିକାଲ୍ସ କ୍ଷେତ୍ରରେ ଥିବା ବିପୁଳ ନିବେଶ ସୁଯୋଗକୁ ବିଶ୍ୱ ସମୁଖରେ ଉପସ୍ଥାପନ କରିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ ତଥା ରସାୟନ ଓ ସାର…