ବାପାଙ୍କୁ ପଚାରିନଥିଲା ବିଜେଡ଼ି – ଜୟ
କାହିଁକି ଜୟ ଢୋଲକିଆ ବିଜେପିରେ ଯୋଗ ଦେଇଥିଲେ ? ଏହି ପ୍ରଶ୍ନ ଅନେକଙ୍କ ମନରେ ଉଙ୍କିମାରିଥିଲା। ଆଜି କୋମନା ବ୍ଲକ୍ ଅନ୍ତର୍ଗତ ବୁଧି କୋମନା ଗାଁରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଏହାର ଜବାବ୍ ରଖିଛନ୍ତି ନୂଆପଡ଼ା ଉପନିର୍ବାଚନର ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ସେ କହିଛନ୍ତି, ବିଜେଡି…