ଆସନ୍ତାକାଲି ବନକଲାଗି ନୀତି
ଆସନ୍ତାକାଲି ବନକଲାଗି ନୀତି ସମୟରେ ମହାପ୍ରଭୁଙ୍କର ସାଧାରଣ ଦର୍ଶନ ବନ୍ଦ ରଖାଯାଇ ବିଧି ବିଧାନ ସହ ଏହି ନୀତି ପାଳନ କରାଯାଇଥାଏ। ତେବେ ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି।ସୂଚନାନୁଯାୟୀ,…