ପିଲାଙ୍କ ୟୁନିଫର୍ମ କିଣାରେ ଦୁର୍ନୀତି

ଅଙ୍ଗନବାଡି କୁନି କୁନି ପିଲାଙ୍କ ୟୁନିଫର୍ମରେ ଦୁର୍ନୀତି ଅଭିଯୋଗ। ୩ ହଜାର ୬୮୬ ଜଣ ପିଲାଙ୍କ ପୋଷାକ କିଣାରେ ଦୁର୍ନୀତି ଅଭିଯୋଗ ହୋଇଛି । କଟକ ନିଆଳି ବ୍ଲକ ୨୩ ଗୋଟି ପଞ୍ଚାୟତରେ ୮ଟି ସେକ୍ଟରରେ ଏହି ଘୋଟାଲା ହୋଇଥିବା ଅଭିଯୋଗ।୩ ହଜାର ୬୮୬ ଜଣ ପିଲାଙ୍କ ମଧ୍ୟରୁ ୧ ହଜାର ୮୮୭ ଜଣ ପୁଅ ,୧…

ନିଯୁକ୍ତି ସୁଯୋଗ

ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ପୁଣି ଆସିଛି ଏକ ବଡ଼ ସୁଯୋଗ । ଗ୍ରାମ ରୋଜଗାର ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୧୬୭ଟି ପଦ ପୂରଣ ହେବ । କୋରାପୁଟ ଜିଲ୍ଲା ପରିଷଦ ପକ୍ଷରୁ ଏନେଇ ଏକ ନୋଟିଫିକେସନ ଜାରି କରାଯାଇଥିବା ବେଳେ ଆବେଦନନର ଅନ୍ତିମ ତାରିଖ…

ହସ୍ପିଟାଲରେ ଜୁଏଲ ଓରାମ

ଧନୀ, ଗରିବ ସବୁ ମଣିଷଙ୍କ ଜୀବନରେ ଦୁଃଖ ଆସିଥାଏ । ତେବେ ଏହା ମଧ୍ୟରେ ରାଜ୍ୟର ବରିଷ୍ଠ ରାଜନେତା ତଥା ନରେନ୍ଦ୍ର ମୋଦୀଙ୍କ ସରକାରରେ କ୍ୟାବିନେଟ ମନ୍ତ୍ରୀ ଦାୟିତ୍ୱ ସମ୍ଭାଳୁଥିବା ଜଣେ ମନ୍ତ୍ରୀଙ୍କ ପରିବାରକୁ ସତେ ଯେମିତି ଦୁଃଖର ପାହାଡ଼ ମାଡ଼ି ଆସିଛି । ୩ ଦିନ ତଳେ ପତ୍ନୀଙ୍କ ବିୟୋଗ ଘଟିଥିବା…

ବଢିଲା ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥା

ସମସ୍ତ ଜାତୀୟ ହସ୍ପିଟାଲରେ ହସ୍ପିଟାଲରେ ସୁରକ୍ଷା ବ୍ୟବସ୍ଥା କଡାକଡି କଲେ କେନ୍ଦ୍ର ସରକାର । ଏବେ ଥିବା ବ୍ୟବସ୍ଥା ତୁଳନାରେ ୨୫ ପ୍ରତିଶତ ସୁରକ୍ଷା ବ୍ୟବସ୍ଥା ବଢାଇବାକୁ ନିଷ୍ପତ୍ତି ନିଆଯାଇଛି। କୋଲକାତା ଆର ଜି କର ହସ୍ପିଟାଲ ଘଟଣା ପରେ ତତ୍ପରତା ଦେଖାଇଛନ୍ତି କେନ୍ଦ୍ର ସରକାର । ନିକଟରେ…

ଆଜିର ରାଶିଫଳ

ମେଷ: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଅଫିସରେ ଆପଣଙ୍କୁ ନୂଆ କାମ ମିଳିବ। ପରିବାରରେ ଆନନ୍ଦ ଉଲ୍ଲାସର ବାତାବରଣ ରହିବ। ବୃଷ: ପୂଜାପାଠରେ ସମୟ ବିତିବ। ଆପଣଙ୍କ ମନକୁ ଶାନ୍ତି ମିଳିବ। ନୂଆ କାରବାରରେ ପୁଞ୍ଜି ଲଗାଇବା ପୂର୍ବରୁ ଭଲଭାବେ ଯାଞ୍ଚ କରି…

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ପ୍ରସଙ୍ଗ : ଆଜି ସୁପ୍ରିମକୋର୍ଟରେ ଶୁଣାଣି

କୋଲକାତା ଆରଜି କର ମେଡ଼ିକାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି। ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ। ଏହା ପୂର୍ବରୁ ସର୍ବୋଚ୍ଚ ଅଦାଲତ ଜୁନିଅର ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଏବଂ…

ଆଜିଠୁ ଆରମ୍ଭ ହେବ ବିଧାନସଭା ଅଧିବେଶନ

ପୁଣି ଆରମ୍ଭ ହେବାକୁ ଯାଉଛି ବିଧାନସଭା ଅଧିବେଶନ । ଚଳିତ ବିଧାନସଭାର ଏହା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ହେବ । ଆଜିଠୁ ଆରମ୍ଭ ହୋଇ ଏହି ଅଧିବେଶନ ସେପ୍ଟେମ୍ବର ୧୩ ତାରିଖ ଯାଏଁ ଚାଲିବ । ସେପଟେ ସେପ୍ଟେମ୍ବର ୧୦ ତାରିଖରେ ଆଗତ ହେବାକୁ ଯାଉଛି ବ୍ୟୟମଞ୍ଜୁର ବିଲ ।ଏହାବାଦ ବିଧାନସଭାର ଦ୍ୱିତୀୟ…

ମଧ୍ୟାହ୍ନ ଭୋଜନରେ ପରିବର୍ତ୍ତନ!

ପିଲାଙ୍କ ପାଇଁ ତିଆରି ହେଉଥିବା ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ହେବା ନେଇ ଆଲୋଚନା କରାଯାଉଛି । ଏଥର ମଧ୍ୟାହ୍ନ ଭୋଜନରେ ଏହି ଖାଦ୍ୟ ନ ଦେବାକୁ ସରକାରଙ୍କ ଚିଠି ଲେଖି ଅନୁରୋଧ କରିଛନ୍ତି ଜଣେ ଡାକ୍ତର । ଏଭଳି ଖାଦ୍ୟ ଖାଇବା ଦ୍ୱାରା ପିଲାମାନଙ୍କ ଉପରେ ଖରାପ ପ୍ରଭାବ ପକାଉଥିବା…

ଆଳୁ ସଙ୍କଟ!

ଆଳୁର ଅଭାବ ଯୋଗୁ ରାଜ୍ୟରେ ବ୍ୟବସାୟୀ ଚଢା ଦରରେ ଆଳୁ ବିକ୍ରି କରୁଛନ୍ତି। ତେବେ ଆଳୁ ସଙ୍କଟ କେବେ ଦୂର ହେବ ସେନେଇ ପ୍ରଶ୍ନ ଉଠୁଥିବା ବେଳେ ଏବେ ଗ୍ରାହକଙ୍କୁ ଝଟକା ଦେବା ଭବି ଖବର ଆସିଛି। ରାଜ୍ୟରେ ପୁଣି ଦେଖା ଆଳୁ ସଙ୍କଟ ଦେଇପାରେ ବୋଲି କୁହାଯାଉଛି। ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ…

ବଢିଲା ତିକ୍ତତା

ଦିନକୁ ଦିନ ବଢୁଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବଂ ଫିଲିପାଇନ୍ସ ମଧ୍ୟରେ ସମ୍ପର୍କ ବିଗିଡି ଯାଉଥିବା ଜଣାପଡିଛି। ଦକ୍ଷିଣ ଚାଇନା ସାଗରରେ ବିବାଦୀୟ ଉପକୂଳ ନିକଟରେ ସୋମବାର (୧୯ଅଗଷ୍ଟ ୨୦୨୪) ଚାଇନା ଏବଂ ଫିଲିପାଇନ୍ସ ଜାହାଜ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାର ଖବର ରହିଛି। ବେଜିଂ ଏହା…