ବାଂଲାଦେଶରେ ସଂଖ୍ୟାଲଘୁମାନଙ୍କ ସୁରକ୍ଷା ପ୍ରତି ବିପଦ 

ପଶ୍ଚିମବଙ୍ଗ, ତ୍ରିପୁରା ଏବଂ ମେଘାଳୟ ସୀମା ଦେଇ ଭାରତରେ ଅନୁପ୍ରବେଶ ଉଦ୍ୟମ କରୁଥିବା ୧୧ ଜଣ ବାଂଲାଦେଶୀଙ୍କୁ ଗିରଫ କରାଗଲାଣି। ସେମାନଙ୍କୁ ଜେରା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ସମ୍ପୃକ୍ତ ରାଜ୍ୟ ପୋଲିସକୁ ହସ୍ତାନ୍ତର କରାଯିବ ବୋଲି ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ମୁଖପାତ୍ର…

ଆଶ୍ରୟସ୍ଥଳ ଯିବାକୁ ଇସ୍ରାଏଲ୍‌ର ନିର୍ଦ୍ଦେଶ

ହମାସ୍‌ ଏବଂ ଇସ୍ରାଏଲ୍‌ ମଧ୍ୟରେ ୧୦ ମାସ ଧରି ଯୁଦ୍ଧ ଚାଲିଲାଣି । ଯୁଦ୍ଧରେ ଘରଦ୍ୱାର ହରାଇ ଗାଜା ସହରର ଏକ ସ୍କୁଲରେ ଆଶ୍ରୟ ନେଇଥିବା ଶତାଧିକ ଲୋକ ଶନିବାର ଇସ୍ରାଏଲ୍‌ ସେନାର ଏୟାରଷ୍ଟ୍ରାଇକ୍‌ରେ ପ୍ରାଣ ହରାଇଥିଲେ। ଉକ୍ତ ସ୍କୁଲ ପରିସରରେ ହମାସ୍‌ ଆତଙ୍କବାଦୀ ରହୁଥିଲେ ଏବଂ ଆକ୍ରମଣରେ ୧୯…

କାଲିଠୁ ବଢ଼ିବ ବର୍ଷା

ମୌସୁମୀ ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୪ ଓ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼,…

ଶ୍ରାବଣ ମାସ ଚତୁର୍ଥ ସୋମବାରରେ ଚଳଚଞ୍ଚଳ ଶୈବପୀଠ

ଶ୍ରାବଣ ଚତୁର୍ଥ ସୋମବାରରେ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ପ୍ରମୁଖ ଶୈବପୀଠ । ସକାଳୁ ସକାଳୁ ବିଭିନ୍ନ ଶିବମନ୍ଦିରରେ ଜଳ ଲାଗି ପାଇଁ ଲାଗିଛି କାଉଡ଼ିଆଙ୍କ ଭିଡ଼। ଧାଡ଼ିବାନ୍ଧି ଲାଇନରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରି ଆଶିଷ ଭିକ୍ଷା କରୁଛନ୍ତି ଭକ୍ତ।ରାଜଧାନୀ ଭୁବନେଶ୍ୱରର ଆରାଧ୍ୟ…

ଆଜିର ରାଶିଫଳ

ମେଷ: ଅନ୍ୟମାନଙ୍କର ଉତ୍ସାହ ଦେଖି ଆପଣ ଉତ୍ସାହିତ ହେବେ। ପରିବାରର ଆବଶ୍ୟକତାକୁ ପୂରା କରିବାକୁ ଚେଷ୍ଟା କରିବେ। ସମାଜରେ ଆପଣଙ୍କର ପ୍ରଭାବ ବଢ଼ିବ। ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ କରିବେ। ‌ ବୃଷ: ଆୟର ନୂଆ ଉତ୍ସ ଆପଣଙ୍କ ସମ୍ମୁଖକୁ ଆସିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଜୀବନସାଥୀ…

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଆଜି ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବା ନେଇ…

ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ

ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି । କିନ୍ତୁ ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଆଜି କିଛି ସ୍ଥାନରେ ବର୍ଷା ହୋଇପାରେ । ୩ ଘଂଟା ପାଇଁ ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ଭୁବନେଶ୍ୱର,…

ପାକିସ୍ତାନରେ ଭୟଙ୍କର ଆର୍ଥିକ ସଙ୍କଟ !

ପାକିସ୍ତାନରେ ଭୟଙ୍କର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଲୋକମାନେ ମାସକର ଖର୍ଚ୍ଚ ମଧ୍ୟ ପୂରଣ କରିବାରେ ଅସମର୍ଥ ହେଉଛନ୍ତି। ଗତବର୍ଷ ତୁଳନାରେ ପାକିସ୍ତାନର ସହରୀ ଅଞ୍ଚଳରେ ମୁଦ୍ରାସ୍ଫିତି ଗଳବର୍ଷ ତୁଳନାରେ ୧୪ ପ୍ରତିସହତ ବୃଦ୍ଧି ପାଇଛି। ଫଳସ୍ୱରୂପ, ଦେଶର ୭୪% ସହରାଞ୍ଚଳର ଲୋକ ବର୍ତ୍ତମାନର…

କାହିଁକି ତିନି ରଥକୁ ଭାଙ୍ଗିଯାଏ?

ଶେଷ ହୋଇଛି ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରଥରୁ ଓହ୍ଲାଇ ପୁଣିଥରେ ରତ୍ନବେଦୀରେ ଶୋଭା ପାଉଛନ୍ତି ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା । ଏହାପରେ ଜଗନ୍ନାଥଙ୍କ ନନ୍ଦିଘୋଷ, ବଳରାମଙ୍କ ତାଳଧ୍ୱଜ ଏବଂ ମାତା ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ବର୍ତ୍ତମାନ ଭାଙ୍ଗି ଦିଆଯାଉଛି । କିନ୍ତୁ…

ବାସି ରୁଟିର ରହିଛି ଅନେକ ଗୁଣ

ଘରେ ରାତିର ରୁଟି ରହିଯାଇଥିଲେ ଅନେକ ଲୋକ ଗାଈଗୋରୁ, କୁକୁର ଅବା କାଉଙ୍କୁ ଖାଇବାକୁ ଦେଇ ଦିଅନ୍ତି। ଆଉ କେହି କେହି ଫୋପାଡ଼ି ଦିଅନ୍ତି। ତେବେ ବାସି ରୁଟିର ରହିଛି ଅନେକ ଗୁଣ।     ରାତିର ରୁଟି ଯଦି ଆପଣ ସକାଳେ ବ୍ରେକଫାଷ୍ଟରେ ଖାଇବେ, ତା’ହେଲେ ଅନେକ ଲାଭ ମିଳିବ। ବାସି ରୁଟିରେ ଆଇରନ୍,…