ଶେୟାର ବଜାର ବୃଦ୍ଧି
ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୮୨୦ (୮୧୯.୬୯)…