ଶିଶୁ କଳାକାରଙ୍କ ପାଇଁ ନୂଆ ନିୟମ ଲାଗୁ

ଶିଶୁ କଳାକାରଙ୍କ ଶୋଷଣ ଉପରେ ଲାଗିବ ରୋକ । ଟେଲିଭିଜନ, ସିନେମା, ଯାତ୍ରାରେ କାର୍ଯ୍ୟ କରୁଥିବା ଶିଶୁ କଳାକାରଙ୍କ ପାଇଁ ନୂଆ ନିୟମ ଲାଗୁ କରିଛନ୍ତି ରାଜ୍ୟ ସରକାର । ଏନେଇ ମାର୍ଗଦର୍ଶିକା ଜାରି କରିବା ସହ ଜିଲ୍ଲା ମାଜିଷ୍ଟ୍ରେଟ ଓ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ପ୍ରଦାନ କରାଯାଇଛି । ନୂଆ…

ରାଜ୍ୟରେ ଖୋଲିବନି ଆଉ ନୂଆ ମଦ ଦୋକାନ

ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ ବୟାନ । ରାଜ୍ୟରେ ଖୋଲିବନି ଆଉ ନୂଆ ମଦ ଦୋକାନ । ସରକାର ଏନେଇ ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଚୋରା ମଦ କିପରି ବନ୍ଦ ହେବ ସେନେଇ ବଡ ଚ୍ୟାଲେଞ୍ଜ ରହିଛି । ଆଗାମୀ ବର୍ଷଠାରୁ ରାଜ୍ୟରେ ଚୋରା ମଦ…

ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ପରଲୋକ

ଦୀର୍ଘ ଦିନର ଅସୁସ୍ଥତା ପରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସିପିଏମ ନେତା ବୁଦ୍ଧଦେବ ଭଟ୍ଟାଚାର୍ୟ୍ୟଙ୍କ ଗୁରୁବାର ସକାଳେ କୋଲକାତାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ଜୁଲାଇ ୨୯ ତାରିଖରେ ଭଟ୍ଟାଚାର୍ୟ୍ୟଙ୍କୁ ଆଲିପୋରର ଏକ ଘରୋଇ ଡାକ୍ତରଖାନାରେ…

ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ବନ୍ୟାଜଳ

କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୧୪ଟି ଖୋଲାଥିବା ବେଳେ ଏପଟେ ଦୁଇ ଦିନର ଲଗାଣ ବର୍ଷା ହେତୁ ମନ୍ଦିର ବେଢାରେ ବନ୍ୟାଜଳ ପ୍ରବେଶ କରିଛି। ମହାନଦୀର ବନ୍ୟାଜଳ ଯଦିଓ ମାଙ୍କ ମନ୍ଦିର ବେଢାକୁ …

ଅକ୍ଷୟଙ୍କୁ ପ୍ରଶଂସା

ଆଜିକାଲି ଅକ୍ଷୟ ତାଙ୍କର ଆଗାମୀ ଚଳଚ୍ଚିତ୍ରର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ସେ ନିଜର ବ୍ୟସ୍ତବହୁଳ କାର୍ଯ୍ୟସୂଚୀରୁ ସମୟ ବାହାର କରି ଏକ ମହତ୍‌ କାର୍ଯ୍ୟ କରିଛନ୍ତି। ଏହି ମହତ୍‌ କାର୍ଯ୍ୟକୁ ଲୁଚାଇବାକୁ ଅନେକ ଚେଷ୍ଟା ସତ୍ତ୍ୱେ ଏହାର ଭିଡିଓ ସାମ୍ନାକୁ ଆସିଛି ଏବଂ ସୋସିଆଲ ମିଡିଆରେ ଏହା…

ସେୟାର ବଜାର

ଆଜି ସେମାନେ ସେୟାର କିଣିବା ଉପରେ ମନୋନିବେଶ କରିବାରୁ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍‌ସେକ୍ସ ୮୭୪ ପଏଣ୍ଟ ବୃଦ୍ଧି ପାଇ ୭୯,୪୬୮ ପଏଣ୍ଟରେ ବନ୍ଦ ହୋଇଛି। ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜ୍‌ର ନିଫ୍ଟି ମଧ୍ୟ ୩୦୫ ପଏଣ୍ଟ ବୃଦ୍ଧି ପାଇ ୨୪,୨୯୭ ପଏଣ୍ଟରେ ବନ୍ଦ ହୋଇଛି। ଆଜି ସେନ୍‌ସେକ୍ସରେ…

କୁସ୍ତି ଜିତିଗଲା ମୁଁ ହାରିଗଲି ଭିନେଶ

ପ୍ୟାରିସ ଅଲିମ୍ପିକ୍ସରେ ନିଶ୍ଚିତ ରୌପ୍ୟ ପାଇଁ ସ୍ଥାନ ପକ୍କା କରିଥିବା ଏବଂ ସ୍ୱର୍ଣ୍ଣ ହାସଲ ପାଇଁ ଆଶା ବାନ୍ଧିଥିବା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଗତକାଲି ନିରାଶ ହେବା ପରେ କୁସ୍ତିରୁ ସନ୍ୟାସ ନେଇଛନ୍ତି। ଏହି ଅପ୍ରତ୍ୟାଶିତ ବିଫଳତା ପରେ କୁସ୍ତି ଜଗତରୁ ସବୁଦିନ ପାଇଁ ଭିନେଶ ବିଦାୟ…

ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର

ଚଳିତ ମାସ ଅଗଷ୍ଟ ୨୩ ତାରିଖ ତଥା ଜାତୀୟ ମହାକାଶ ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ମିଳିଛି। ପ୍ରଥମ ଥର ପାଇଁ ପ୍ରଦାନ କରାଯାଉଥିବା ଏହି ପୁରସ୍କାରର ଉଦ୍ଦେଶ୍ୟ ହେଉଛି ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା ଏବଂ ପ୍ରଯୁକ୍ତି ବିଦ୍ୟା ଭିତ୍ତିକ…

ରାଜ୍ୟ ଆଇଏଏସ ସ୍ତରରେ ଅଦଳବଦଳ

 ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ବଦଳିଲେ ୨୦ ଜିଲ୍ଲାର ଜିଲ୍ଲାପାଳ। ଯାଜପୁର ଜିଲ୍ଲାପାଳ ଥିବା ନିଖିଲ ପୱନ କଲ୍ୟାଣଙ୍କୁ ବଦଳି କରାଯାଇ ତାଙ୍କୁ ଓଡ଼ିଶାମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ବିକାଶ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ତାଙ୍କ ସ୍ଥାନରେ ପି. ଅନ୍ବେଷା ରେଡ୍ଡି ହୋଇଛନ୍ତି…

ଶପଥ ନେବେ ମହମ୍ମଦ ୟୁନୁସ

ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ପାର୍ଲାମେଣ୍ଟକୁ ଭଙ୍ଗକରି ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ୍‌ଙ୍କୁ ଅନ୍ତରୀରଣ ସରକାରରେ ମୁଖ୍ୟ ପରାମର୍ଶଦାତା ନିଯୁକ୍ତ କରିଛନ୍ତି। ୮୪ ବର୍ଷୀୟ ୟୁନୁସ୍‌ ଷ୍ଟୁଡେଣ୍ଟ୍‌ସ ଏଗେନ୍‌ଷ୍ଟ ଡିସ୍‌କ୍ରିମିନେଶନ୍‌ ଆନ୍ଦୋଳନର ନେତୃତ୍ୱ ନେଇଥିବା ‘ସାହସୀ…