ଆଇବିପିଏସ ପକ୍ଷରୁ ନିଯୁକ୍ତି ସୁଯୋଗ
ଇନଷ୍ଟିଚ୍ୟୁଟ୍ ଅଫ୍ ବ୍ୟାଙ୍କିଂ ପର୍ସୋନେଲ ସିଲେକ୍ସନ (ଆଇବିପିଏସ) ତରଫରୁ ୪୪୫୫ଟି ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ପୁଣି ୮୯୬ଟି ପଦ ପୂରଣ ହେବ । ସ୍ପେଶାଲିଷ୍ଟ ଅଫିସର ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଅଗଷ୍ଟ ୧ ତାରିଖରୁ ୨୧ ତାରିଖ ମଧ୍ୟରେ ପ୍ରାର୍ଥୀମାନେ ଅନଲାଇନରେ…