ୟୁକ୍ରେନ ଯିବେ ପ୍ରଧାନମନ୍ତ୍ରୀ

ଆସନ୍ତା ଅଗଷ୍ଟ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନ ଗସ୍ତରେ ଯାଇପାରନ୍ତି। ରୁଷ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବା ପରେ ମୋଦୀଙ୍କର ଏହା ପ୍ରଥମ ଗସ୍ତ ହେବ। ମୋଦୀ ନିକଟରେ ରୁଷ ଗସ୍ତ କରିବା ସମୟରେ ଆମେରିକା ଏବଂ ୟୁରୋପୀୟ ଦେଶଗୁଡ଼ିକ ଖପ୍ପା ହୋଇଯାଇଥିଲେ। ତେଣୁ ସମ୍ପର୍କକୁ…

ନିର୍ବାଚନ ଲଢ଼ିବେ ଇମ୍ରାନ୍‌

ପାକିସ୍ତାନର ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଏକଦା ବ୍ରିଟେନ୍‌ର ଅକ୍ସଫୋର୍ଡ ୟୁନିଭର୍ସିଟିରେ ପାଠ ପଢ଼ୁତ୍ଥିଲେ। ଇମ୍ରାନ୍‌ ଏବେ ଏହି ଖ୍ୟାତିସମ୍ପନ୍ନ ବିଶ୍ୱବିଦ୍ୟାଳୟର ଚାନ୍ସେଲର ପଦ ପାଇଁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ଅନ୍‌ଲାଇନ୍‌ ବାଲଟ୍‌ ଜରିଆରେ ଏହି…

ନୀତି ଆୟୋଗ ବୈଠକ ଛାଡି ମଝିରୁ ପଳାଇଲେ ମମତା

ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗ ବୈଠକ ଚାଲିଛି। ଏହି ବୈଠକରେ ଭାଜପା ଶାସିତ ମୁଖ୍ୟମନ୍ତ୍ରୀଙ୍କ ବ୍ୟତିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଯୋଗ ଦେଇଛନ୍ତି। ହେଲେ ଏକ ବଡ଼ ଖବର ସାମ୍ନାକୁ ଆସିଛି ଯେ, ମମତା ବୈଠକ ମଝିରୁ ଉଠିକି…

ଖୋଲିବ ହୀରାକୁଦ ଗେଟ୍

ଖୋଲିବ ହୀରାକୁଦ ଗେଟ୍, ନିଷ୍କାସିତ ହେବ ବର୍ଷର ପ୍ରଥମ ବନ୍ୟାଜଳ । ତଳିଆ ଅଞ୍ଚଳରେ ସମସ୍ତଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ କର୍ତ୍ତୃପକ୍ଷ । ଛତିଶଗଡ଼ରେ ତୁହାକୁ ତୁହା ବର୍ଷା ହେଉଛି । ଓଡ଼ିଶାରେ ଭଲ ବର୍ଷା ନଥିବା ବେଳେ ଛତିଶଗଡ଼ର ଉପର ମୁଣ୍ଡରେ ବର୍ଷା ହେବା ପାଇଁ ହୀରାକୁଦରେ ବଢ଼ିବାକୁ…

ଆଜିର ରାଶିଫଳ

‌‌ମେଷ: ଶାରୀରିକ ଓ ମାନସିକ ଦୃଷ୍ଟିରୁ ସୁସ୍ଥ ଅନୁଭବ କରିବେ। ବ୍ୟବସାୟରେ ତୁରନ୍ତ ଫଇସଲା ଲାଭପ୍ରଦ ହେବ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ସମୟ ଅତିବାହିତ କରିବେ। ‌ ବୃଷ: କୌଣସି ଜରୁରୀ କାମରେ ଦୂରସ୍ଥାନକୁ ଯିବେ। ଅଫିସରେ କାମର ବୋଝ ବଢ଼ିପାରେ। ପରିବାର ଲୋକଙ୍କୁ ଆପଣଙ୍କ ଠାରୁ ବହୁତ…

ପ୍ରତ୍ୟେକ ମାସ ୧୨ ଦିନ ସ୍କୁଲ ପରିଦର୍ଶନ କରିବେ ବିଇଓ

ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟରେ ଶିକ୍ଷାଦାନର ମାନ ଯାଞ୍ଚ କରିବେ ଗୋଷ୍ଠୀ ଶିକ୍ଷାଧିକାରୀ। ଠିକ୍‌ ସମୟରେ ଶିକ୍ଷାନୁଷ୍ଠାନରେ ମଧ୍ୟାହ୍ନଭୋଜନ ଦିଆଯାଉଛି ନା ନାହିଁ, ଖାଦ୍ୟର ମାନ ସମେତ ଶିକ୍ଷକଶିକ୍ଷୟିତ୍ରୀ ନିଜ ନିଜ କର୍ତ୍ତବ୍ୟ ପାଳନ କରୁଛନ୍ତି ନା ନାହିଁ, ତାହା ତଦାରଖ…

ରାହୁଲ ଗାନ୍ଧୀଙ୍କୁ ମିଳିଲା ସରକାରୀ ବଙ୍ଗଳା

କଂଗ୍ରେସ ସାଂସଦ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ସରକାରୀ ବଙ୍ଗଳା ଯୋଗାଇ ଦିଆଯାଇଛି। ନୂଆଦିଲ୍ଲୀସ୍ଥ ସୁନହେରିବାଗସ୍ଥିତ ୫ ନମ୍ବର ବଙ୍ଗଳା ରାହୁଲଙ୍କୁ ଆବଣ୍ଟନ କରାଯାଇଛି। ବିରୋଧୀ ଦଳ ନେତା ହୋଇଥିବାରୁ ରାହୁଲ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ସୁବିଧା ସୁଯୋଗ ପାଇବାକୁ…

ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳର ଫଟୋ ଓ ଭିଡିଓ ବାରମ୍ବାର ଭାଇରାଲ୍‌ ,ପୋଲିସର କଟକଣା କେବଳ ଲୋକ ଦେଖାଣିଆ

ଶ୍ରୀମନ୍ଦିର ସୁରକ୍ଷାରେ ଅବହେଳା, ପଶୁଛି ମାଳ ମାଳ ମୋବାଇଲ। ପୋଲିସର କଟକଣା କେବଳ ଲୋକ ଦେଖାଣିଆ ହୋଇଥିବା ବେଳେ ଅମାନିଆଙ୍କୁ ସାହସ ଦେଉଛି କୋହଳ ଆଇନ ବ୍ୟବସ୍ଥା। ଫଳରେ ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳର ଫଟୋ ଓ ଭିଡିଓ ବାରମ୍ବାର ଭାଇରାଲ୍‌ ହେବାରେ ଲାଗିଛି। ନିକଟରେ ବି ଏଭଳି କିଛି ଘଟଣା…

ଆଜି ନିତି ଆୟୋଗ ବୈଠକ

ଆଜି ନିତି ଆୟୋଗ ବୈଠକ । ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶାସିତ ଅଞ୍ଚଳର ରାଜ୍ୟପାଳ ଯୋଗଦେବେ । ପନଃଗଠିତ ନିତି ଆୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ଅଧ୍ୟକ୍ଷ ରହିଥିବା ବେଳେ ୪ ଜଣ ସ୍ଥାୟୀ ସଦସ୍ୟଙ୍କ ସହିତ ୧୫ ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ଵତନ୍ତ୍ର ଆମନ୍ତ୍ରିତ…

ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ର ବୈଠକ

ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ର ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ।  ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନ କରିବା ଏହି ବୈଠକରେ ଫୋକସ୍ ରହି।  ତେବେ ଏହି ନୀତି ଆୟୋଗ ବୈଠକରେ ଯୋଗଦେବାକୁ ଦିଲ୍ଲୀରେ ପହଞ୍ଚିଛନ୍ତି…