ଶେୟାର ବଜାର

ଶେୟାର ବଜାର ଚଳିତ ସପ୍ତାହ କାର୍ଯ୍ୟ ଦିବସର ଶେଷ ଦିନରେ ନିବେଶକ ୭ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ଫଳରେ ଶେୟାର ବଜାରର ନିବେଶକ ଓ ପୁଞ୍ଜି ବଜାରରେ ଉତ୍ସାହ ଦେଖାଦେଇଛି। ଏପରିକି ଚଳିତ ସପ୍ତାହର ଶେଷଦିନର ଫଳାଫଳ ଅନୁଯାୟୀ ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ…

ଏସଏସସି ପକ୍ଷରୁ ଗ୍ରେଡ-ସି ଓ ଡି ନିଯୁକ୍ତି

ଏସଏସସି ପକ୍ଷରୁ ଷ୍ଟେନୋଗ୍ରାଫର ଗ୍ରେଡ-ସି ଓ ଡି ନିଯୁକ୍ତି ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୨୦୦୬ଟି ପଦ ପୂରଣ ହେବ । ଜୁଲାଇ ୨୬ରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଥିବା ବେଳେ ଅଗଷ୍ଟ ୧୭ରେ ଏହା ସମାପ୍ତ ହେବ । ପ୍ରାର୍ଥୀମାନେ ଅଗଷ୍ଟ ୧୮ ତାରିଖ ସୁଦ୍ଧା ଅନଲାଇନରେ ପେମେଣ୍ଟ…

ଆଜି ଭାରତ-ଶ୍ରୀଲଙ୍କା ମୁହାଁମୁହିଁ

ଆଜି ଭାରତ ଓ ଶ୍ରୀଲଙ୍କା ଟି-୨୦ ମ୍ୟାଚ୍ ଆରମ୍ଭ ହେବ। ଶ୍ରୀଲଙ୍କା ଗସ୍ତରେ ଟି-୨୦ ଓ ଦିନିକିଆ ସିରିଜ୍ ଖେଳିବାକୁ ଟିମ୍ ଇଣ୍ଡିଆ ଉପସ୍ଥିତ ଅଛି। ଏହି ଗସ୍ତ ମାଧ୍ୟମରେ ଟିମ୍ ଇଣ୍ଡିଆର ବରିଷ୍ଠ ଖେଳାଳିମାନେ ପଡ଼ିଆକୁ ଫେରିବେ। ତେବେ ଏହି ସିରିଜ ପୂର୍ବରୁ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସିରାଜ…

ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ

ଜାମ୍ମୁ କାଶ୍ମୀର କୁପୱାଡା ଜିଲ୍ଲା ଏକ ଅଞ୍ଚଳରେ ଯବାନ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ଆତଙ୍କବାଦୀଙ୍କ ସହ ଗୁଳିବିନିୟ ହେବା ଦ୍ୱାରା ୩ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ସେମାନଙ୍କୁ ସେହି ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି 

ମହାରାଷ୍ଟ୍ରରେ ବନ୍ୟା

ବିପଦ ସଙ୍କେତ ଉପରେ ପଶ୍ଚିମ ମହାରାଷ୍ଟ୍ରର କୋହ୍ଲାପୁର ଜିଲ୍ଲାର ପଞ୍ଚଗଙ୍ଗା ନଦୀ ପ୍ରବାହିତ ହେବା ପରେ ୫୮୦୦ ରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ରାଜାରାମ ୱିରଠାରେ ପଞ୍ଚଗଙ୍ଗା ନଦୀର ଜଳସ୍ତର ମଧ୍ୟାହ୍ନରେ ୪୬.୪ ଫୁଟ ଥିଲା, ଯାହା ବିପଦ ସଙ୍କେତ ୪୩ ଫୁଟ ଉପରେ ରହିଛି। କୋହ୍ଲାପୁର…

ଟ୍ରମ୍ପଙ୍କ ଅଡୁଆ ବଢ଼ିଲା

ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ତାଙ୍କ ପତ୍ନୀ ମିଶେଲ ଓବାମା ମଧ୍ୟ ରାଷ୍ଟ୍ରପତି ପଦ ଲାଗି କମଲାଙ୍କ ସମର୍ଥନ କରିଛନ୍ତି। ନିଜର ‘ଏକ୍ସ’ରେ ପୋଷ୍ଟ କରି ଓବାମା କହିଛନ୍ତି ଯେ, ସେ ଏବଂ ତାଙ୍କ ପତ୍ନୀ ଭାବନ୍ତି ଯେ ତାଙ୍କ ବନ୍ଧୁ ଆମେରିକାର ଜଣେ ଭଲ…

ପ୍ରବଳ ବର୍ଷିବ

ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ମାସକରେ ୪ଟି ଲଘୁଚାପ ଯୋଗୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଓ…

ପ୍ରାୟ ୯୦ ବର୍ଷ ପରେ ରାକ୍ଷୀ ପୂର୍ଣ୍ଣିମାରେ ୪ ଶୁଭ ମହା ସଂଯୋଗ ସୃଷ୍ଟି ହେଉଛି

ରକ୍ଷାସୂତ୍ରର ଡୋର ଭାଇଭଉଣୀଙ୍କ ସମ୍ପର୍କକୁ ଅତୁଟ ରଖିଥାଏ । ଚଳିତ ବର୍ଷ ରାକ୍ଷୀ ପୂର୍ଣ୍ଣିମା ଦିନ ଗ୍ରହଙ୍କ ଅଦ୍ଭୁତ ସଂଯୋଗ ହେବାକୁ ଯାଉଛି । ପ୍ରାୟ ୯୦ ବର୍ଷ ପରେ ରାକ୍ଷୀ ପୂର୍ଣ୍ଣିମାରେ ୪ ଶୁଭ ମହା ସଂଯୋଗ ସୃଷ୍ଟି ହେଉଛି । ଗ୍ରହ-ନକ୍ଷତ୍ରଙ୍କ ଅଦ୍ଭୁତ ସଂଯୋଗ ଭାଇଭଉଣୀ ସମ୍ପର୍କକୁ ମଜଭୁତ…

ଆମ ଓଡ଼ିଶା ନବୀନ ଓଡ଼ିଶା ନିର୍ବାଚନ ଜିତିବା ପାଇଁ ଯୋଜନା ହୋଇଥିଲା -ବିଧାୟକ ଆଶ୍ରିତ ପଟ୍ଟନାୟକ

ପୂର୍ବ ସରକାରଙ୍କ ଯୋଜନାର ନା ବଦଳିବା ନେଇ ଗୃହରେ ଉଦବେଗ। ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ବିଧାୟକ ଗଣେଶ୍ୱର ବେହେରା। ଗଣେଶ୍ୱର ବେହେରା କହିଛନ୍ତି ସରକାର ବଦଳିବା ପରେ ୩୧୪ ବ୍ଲକର ବିକାଶ କାର୍ଯ ଠପ ହୋଇଯାଇଛି। ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ବିକାଶମୂଳକ…