ଆଳୁ ଗୋଦାମରେ ମନ୍ତ୍ରୀ ,୩୨ ଟଙ୍କାରୁ ଅଧିକ ଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ
ଆଉ କିଛି ସମୟ ଭିତରେ ଆଳୁକୁ ନେଇ ବସିବ ବୈଠକ। ବୈଠକ ପୂର୍ବରୁ ଆଳୁ ଗୋଦାମରେ ପହଞ୍ଚି ସ୍ଥିତି ପରଖିଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ବଜାର ଓ ଗୋଦାମରେ ଚଢାଉ କରାଯାଉଛି। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ଆଗାମୀ ୭ ଦିନ ଯାଏ ମହଜୁଦ ରହିଛି ଆଳୁ। ତେଣୁ…