ଅର୍ଥନୈତିକ ସର୍ଭେ ରିପୋର୍ଟ ୨୦୨୩-୨୪ : ୭% ଛୁଇଁବ ଜିଡିପି ଅଭିବୃଦ୍ଧି
ମୌସୁମୀ ଅଧିବେଶନରେ ବଜେଟ ଉପସ୍ଥାପନ ପୂର୍ବରୁ ସୋମବାର ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ରିପୋର୍ଟ ଅନୁସାରେ, ୨୦୨୪-୨୫ ଆର୍ଥିକ ବର୍ଷରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ୬.୫ %ରୁ ୭% ମଧ୍ୟରେ ରହିବ ବୋଲି ଆକଳନ କରାଯାଇଛି। ବିଶ୍ଵସ୍ତରରେ ଅନେକ…