ରାଷ୍ଟ୍ରପତି ହୋଇପାରନ୍ତି କମଲା ହାରିସ୍
ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ୍ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହୋଇପାରିବେ ବୋଲି ରାଷ୍ଟ୍ରପତି ଜୋ ବାଇଡେନ୍ କହିଛନ୍ତି। ବାଇଡେନ୍ଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ସେ ଡେମୋକ୍ରାଟିକ୍ ପ୍ରାର୍ଥୀ ପଦରୁ ଓହରିବା ନେଇ ଚାପ ବଢ଼ିବାରେ ଲାଗିଥିବାବେଳେ ତାଙ୍କର ଏହି ମନ୍ତବ୍ୟ…