ଯୁକ୍ତ୩ ନାମଲେଖା ପାଇଁ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ

୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ମଙ୍ଗଳବାର ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ ବ୍ୟତୀତ ୧୮ ତାରିଖ ସକାଳ ୯ଟାରୁ ୨୨ତାରିଖ ସନ୍ଧ୍ୟା ୬ଟା ମଧ୍ୟରେ ନାମ ଲେଖାଇବେ। ଅଗଷ୍ଟ ୧ରେ ଯୁକ୍ତ୩ ପ୍ରଥମ ବର୍ଷ ପାଠପଢ଼ା…

ଡୋନାଲ୍ଡ ଟ୍ରମ୍ପ ହେଲେ ରାଷ୍ଟ୍ରପତି ପ୍ରାର୍ଥୀ

ଡୋନାଲ୍ଡ ଟ୍ରମ୍ପ ହେଲେ ରାଷ୍ଟ୍ରପତି ପ୍ରାର୍ଥୀ । ରିପବ୍ଲିକାନ୍ କନଭେନସନରେ ଦଳ ପକ୍ଷରୁ ଘୋଷଣା । ସିନେଟର ଜେଡି ବେସ୍ ଉପରାଷ୍ଟ୍ରପତି ପ୍ରାର୍ଥୀ । ଟ୍ରମ୍ପଙ୍କୁ ଗୁଳିମାଡ ପରେ ଆମେରିକାରେ ବଢିଛି ରାଜନୈତିକ ଉଷ୍ମତା ।ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ…

ଆଜିର ରାଶିଫଳ

ମେଷ: ଆୟ ବୃଦ୍ଧିର ନୂଆ ମାର୍ଗ ଖୋଲିବ। ଅଫିସରେ ସହକର୍ମୀଙ୍କ ଉପରେ ରାଗନ୍ତୁ ନାହିଁ। ବିବାହିତା ଘରର ଆବଶ୍ୟକତା ଉପରେ ଧ୍ୟାନ ଦିଅନ୍ତୁ। ବୃଷ: ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ରହିବ। ବହୁଦିନ ପରେ ଅନ୍ତରଙ୍ଗ ବନ୍ଧୁ ସହିତ ଫୋନରେ କଥା ହେବେ। କଳାକାରଙ୍କୁ ସଫଳତା ମିଳିପାରେ। ‌…

ସିଂହଦ୍ୱାର ଆଗରେ ତିନିରଥ,ବୁଧବାର ଶ୍ରୀଜୀଉଙ୍କ ସୁନାବେଶ

ସିଂହଦ୍ୱାର ଆଗରେ ପହଞ୍ଚିଲା ତିନିରଥ ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ । ନବଦିନାତ୍ମକ ଯାତ୍ରା ପରେ ବାହୁଡିଛନ୍ତି ଜଗାବଳିଆ । ଗୁଣ୍ଡିଚାମନ୍ଦିରରୁ ବଡଭାଇ ଓ ଭଉଣୀଙ୍କ ସହ ଜଗତର ନାଥ ଜଗନ୍ନାଥ ଶ୍ରୀମନ୍ଦିରକୁ ବାହାରିଛନ୍ତି । ଘଣ୍ଟଘଣ୍ଟା , ହରିବୋଲ ଓ ହୁଳୁହୁଳିରେ ପ୍ରକମ୍ପିତ ହୋଇଛି ପରିବେଶ…

ପ୍ରତି ଜିଲ୍ଲାରେ ଖୋଲିବ ପରିବା ମଣ୍ଡି

ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହା ମଧ୍ୟରେ ରାଜ୍ୟ ସରକାର ଚାଷୀଙ୍କ ଉତ୍ସାହ ବୃଦ୍ଧି ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସସ୍ତ ଜିଲ୍ଲାରେ ପରିବା ମଣ୍ଡି ଖୋଲିବ ।…

ବ୍ୟାନ୍‌ ହେବ ଇମ୍ରାନ୍‌ଙ୍କ ଦଳ

ପାକିସ୍ତାନର ଶେହବାଜ୍‌ ଶରିଫ୍‌ ସରକାର ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଦଳ ପାକିସ୍ତାନ ତେହେରିକ-ଏ-ଇନ୍‌ସାଫ(ପିଟିଆଇ) ଉପରେ ଖୁବ୍‌ଶୀଘ୍ର ପ୍ରତିବନ୍ଧକ ଲଗାଇବା ନେଇ ଚିନ୍ତା କରୁଛନ୍ତି। ଦେଶବିରୋଧୀ ଗତିବିଧି ଯୋଗୁ ପିଟିଆଇ ଉପରେ ଏହି ପ୍ରତିବନ୍ଧକ ଲଗାଯିବ ବୋଲି…

କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ

ଗତକାଲି ରାତିରେ ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାର ଏକ ଜଙ୍ଗଲରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟରେ ସେନାର ୪ ଜଣ ଯବାନ ସହିଦ ହୋଇଛନ୍ତି। ନ୍ୟୁଜ୍ ଏଜେନ୍ସି ପିଟିଆଇ ଅଧିକାରୀଙ୍କ ଉଦ୍ଦେଶ୍ୟରେ ଏହି ଖବର ଦେଇଛି। ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ଜଣେ ଅଧିକାରୀଙ୍କ ସମେତ ଭାରତୀୟ ସେନାର ୪ ଜଣ…

୧୯ରେ ସିୟୁଇଟି-ୟୁଜି ପରୀକ୍ଷା

ଏନ୍‌ଟିଏ ୧,୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପାଇଁ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ ଅଣ୍ଡରଗ୍ରାଜୁଏଟ୍‌ (ସିୟୁଇଟି-ୟୁଜି) ପରୀକ୍ଷା ୧୯ରେ ପୁଣିଥରେ କରାଇବାକୁ ଘୋଷଣା କରିଛି। ଏହି ଛାତ୍ରୀଛାତ୍ର ପରୀକ୍ଷା ପରିଚାଳନାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ଏନ୍‌ଟିଏ ନିକଟରେ ଅଭିଯୋଗ…

ଇତିହାସରେ ପ୍ରଥମ

ଜର୍ମାନୀରେ ଅନୁଷ୍ଠିତ ୟୁରୋ କପ୍‌ ୨୦୨୪ ଶେଷ ହୋଇଛି। ଫାଇନାଲରେ ଇଂଲଣ୍ଡକୁ ୨-୧ ଗୋଲରେ ହରାଇ ସ୍ପେନ୍‌ ଚାମ୍ପିୟନ ହୋଇଛି। ତେବେ ଟୁର୍ନାମେଣ୍ଟ ଇତିହାସରେ ପ୍ରଥମ ଥର ପାଇଁ ୬ ଜଣ ଖେଳାଳି ମିଳିତ ଭାବରେ ଗୋଲ୍ଡେନ୍‌ ବଲ ହାସଲ କରିଛନ୍ତି।ଇଂଲଣ୍ଡ ଅଧିନାୟକ ହ୍ୟାରୀ କେନ୍‌, ସ୍ପେନ୍‌ ମିଡଫିଲ୍ଡର…

ଲଘୁଚାପ ସୃଷ୍ଟି

ଲଘୁଚାପ ଓ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ଯୋଗୁ ବର୍ଷା ଲାଗି ରହିଛି। ତେବେ ବର୍ଷା ହେଉଥିଲେ ମଧ୍ୟ ଏବେ ବି ରାଜ୍ୟରେ ସ୍ବାଭାବିକ ପରିମାଣର ବର୍ଷା ହୋଇନାହିଁ।ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…