ସୋଏବ ଅଖତରଙ୍କ ସମେତ ୧୬ ଜଣକ ୟୁଟ୍ୟୁବରଙ୍କର ଚ୍ୟାନେଲ୍କୁ ଅବରୋଧ କରିଛନ୍ତି କେନ୍ଦ୍ର ସରକାର
ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଗୋଟାଏ ପରେ ଗୋଟାଏ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ଭାରତ ସରକାର। ଏବେ ସରକାର ସୋଏବ ଅଖତରଙ୍କ ସମେତ ୧୬ ଜଣକ ୟୁଟ୍ୟୁବରଙ୍କର ଚ୍ୟାନେଲ୍କୁ ଅବରୋଧ କରିଛନ୍ତି।
ନିଷିଦ୍ଧ ପ୍ଲାଟଫର୍ମଗୁଡ଼ିକରେ ଡନ୍, ସମା ଟିଭି, ଏଆରୱାଇ ନ୍ୟୁଜ୍, ବୋଲ୍ ନ୍ୟୁଜ୍, ରଫତାର, ଜିଓ ନ୍ୟୁଜ୍ ଏବଂ ସୁନୋ ନ୍ୟୁଜ୍ ଭଳି ନ୍ୟୁଜ୍ ଚ୍ୟାନେଲଗୁଡ଼ିକ ଅନ୍ତର୍ଭୁକ୍ତ।