ଅଯୋଧ୍ୟାରେ ରାମ ମନ୍ଦିର ଉଦ୍ଘାଟନ ଓ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ଆଧ୍ୟାତ୍ମିକ ଓ ଧାର୍ମିକ ଦୃଷ୍ଟିରୁ ଯେତିକି ଗୁରୁତ୍ବପୂର୍ଣ୍ଣ, ଅର୍ଥନୈତିକ ଦୃଷ୍ଟିରୁ ମଧ୍ୟ ସେଭଳି ଏକ ମହତ୍ବପୂର୍ଣ୍ଣ ଘଟଣା ହେବାକୁ ଯାଉଛି। ରାମ ମନ୍ଦିର ପ୍ରଭାବରେ ସାରା ଦେଶର ଅର୍ଥନୀତିକୁ ବହୁ ବଡ଼ ଶକ୍ତି ମିଳିବ। ଦେଶରେ ଆଧ୍ୟାତ୍ମିକ ପର୍ଯ୍ୟଟନରେ ବଡ଼ ଧରଣର ବୃଦ୍ଧି ଘଟିବ। ଅର୍ଥନୀତିରେ ୪ ଲକ୍ଷ କୋଟି ଟଙ୍କା ଯୋଡ଼ିହେବ। ୨୦୨୪-୨୫ ଆର୍ଥିକ ବର୍ଷରେ ଉତ୍ତରପ୍ରଦେଶର ରାଜସ୍ବ ମଧ୍ୟ ୨୫ ହଜାର କୋଟି ଟଙ୍କା ବଢ଼ିବ ବୋଲି ଏକ ରିପୋର୍ଟରେ ଆକଳନ କରାଯାଇଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post