କାରରେ ୬ଟି ଏୟାରବ୍ୟାଗକୁ ନେଇ ବଦଳିଲା ସରକାରଙ୍କ ନିଷ୍ପତ୍ତି । କେନ୍ଦ୍ରୀୟ ସଡକ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡକରୀ ଏହାକୁ ବାଧ୍ୟତାମୂଳକ କରିବେ ନାହିଁ ବୋଲି ଏକ କାର୍ଯ୍ୟକ୍ରମରେ କହିଛନ୍ତି । ନିତୀନ ଗଡକରୀ କହିଛନ୍ତି, ଲୋକମାନେ ବର୍ତ୍ତମାନ ସଚେତନ ହୋଇଯାଇଛନ୍ତି, ସେଥିପାଇଁ ୬ଟି ଏୟାରବ୍ୟାଗ ନିୟମକୁ ବାଧ୍ୟତାମୂଳକ କରାଯିବ ନାହିଁ ।ଲୋକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଅକ୍ଟୋବର ୨୦୨୩ରୁ ଗାଡିରେ ୬ଟି ଏୟାରବ୍ୟାଗ ବାଧ୍ୟତାମୂଳକ କରିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ । ଗତବର୍ଷ ସଡକ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ଯାନବାହନରେ ଲୋକମାନଙ୍କ ସୁରକ୍ଷା ବଢାଇବା ପାଇଁ ଦେଶରେ ବିକ୍ରି ହେଉଥିବା କାର ସମ୍ମୁଖରେ ୨ଟି ଏୟାରବ୍ୟାଗ ଲଗାଇବା ବାଧ୍ୟତାମୂଳକ କରିବା ପାଇଁ କୁହାଯାଇଥିଲା । ଏବେ କେନ୍ଦ୍ରୀୟ ମୋଟର୍ସ ବାହନ ନିୟମ ୧୯୮୯ ଅନୁଯାୟୀ ନିଷ୍ପତ୍ତି ନିଆଯାଇଛି ।
Trending
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
- ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
- ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
Prev Post
Next Post