ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଅର୍ଥମନ୍ତ୍ରୀ ପ୍ରତିରକ୍ଷା ବିଭାଗକୁ ୪,୫୪,୭୭୩ କୋଟି, ଗ୍ରାମ୍ୟ ଉନ୍ନୟନକୁ ୨,୬୫,୮୦୮ କୋଟି, କୃଷି କ୍ଷେତ୍ରକୁ ୧,୫୧,୮୫୧ କୋଟି, ଗୃହ ବିଭାଗକୁ ୧,୫୦,୯୮୩ କୋଟି, ଶିକ୍ଷା କ୍ଷେତ୍ରକୁ ୧,୨୫,୬୩୮ କୋଟି, ଆଇଟି ଓ ଟେଲିକମକୁ ୧,୧୬,୩୪୨ କୋଟି, ସ୍ବାସ୍ଥ୍ୟ କେନ୍ଦ୍ରକୁ ୮୯,୨୮୭ କୋଟି, ଏବଂ ଶକ୍ତି କ୍ଷେତ୍ରକୁ ୬୮,୭୬୯ କୋଟି ମିଳିଛି।ଆଜି ଦେଶର ଅର୍ଥମନ୍ତ୍ରୀ ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ସେ ଫେବୃଆରୀ ୧ରେ ୪୭,୬୫,୭୬୮ କୋଟି ଟଙ୍କାର କାମଚଳା ବଜେଟ ଉପସ୍ଥାପନ କରିଥିଲେ। ସାଧାରଣ ର୍ନିବାଚନ ପରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରାଯାଇଛି। ପୂର୍ଣ୍ଣାଙ୍ଗ ବଜେଟର ପରିମାଣ ୪୮,୨୦,୫୧୨ କୋଟି ଟଙ୍କା ରହିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post