ଆଜି ଭାରତୀୟ ଷ୍ଟକ୍ ମାର୍କେଟରେ ବୃଦ୍ଧି ଦେଖିବାକୁ ମିଳିବ। Dow Jones ୧୫୭ ପଏଣ୍ଟ ଏବଂ Nasdaq ୧୩ ପଏଣ୍ଟରେ ଚଢି ବନ୍ଦହୋଇଛି। ପ୍ରଥମ ମଙ୍ଗଳବାରରେ, ସେନସେକ୍ସ ୭୧,୩୮୬ ପଏଣ୍ଟରେ ୩୦ ପଏଣ୍ଟ ବୃଦ୍ଧି ସହିତ ବନ୍ଦ ହୋଇଯାଇଥିଲା ଏବଂ ନିଫ୍ଟି ମଧ୍ୟ ୩୧.୮୫ ପଏଣ୍ଟ ହାସଲ କରି ୨୧,୫୪୪.୮୫ ପଏଣ୍ଟରେ ବନ୍ଦ ହୋଇଥିଲା। ଏହା ବ୍ୟତୀତ ଏୟାର ଇଣ୍ଡିଆ ଏକ୍ସପ୍ରେସ ‘ଟାଇମ୍ ଟୁ ଟ୍ରାଭେଲ’ ସେଲ ଅଫର ଅନୁଯାୟୀ ୧୭୯୯ ଟଙ୍କା ମୂଲ୍ୟରେ ଫ୍ଲାଇଟ୍ ଟିକେଟ ବୁକ୍ କରିବାକୁ ଅଫର ଦେଇଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post