ନିୟମ ଉଲ୍ଲଂଘନ କାରଣରୁ ୪ଟି ବ୍ୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ୪ଟି ସମବାୟ ବ୍ୟାଙ୍କ ଉପରେ ମୋଟା ଅଙ୍କର ଜରିମାନା ଲାଗୁ କରାଯାଇଛି । ନକୋଦର ହିନ୍ଦୁ ସହରୀ ସମବାୟ ବ୍ୟାଙ୍କ, ପାରସୀ ସମବାୟ ବ୍ୟାଙ୍କ, ବମ୍ବୋ ମର୍ଚାଣ୍ଟାଇଲ ସମବାୟ ବ୍ୟାଙ୍କ ଓ ଦି ନବନିର୍ମାଣ ସମବାୟ ବ୍ୟାଙ୍କ ଉପରେ ଲକ୍ଷାଧିକ ଟଙ୍କାର ଜରିମାନା ଲାଗୁ କରାଯାଇଛି ।ବମ୍ବେ ମର୍ଚାଣ୍ଟାଇଲ ସମବାୟ ବ୍ୟାଙ୍କ ଉପରେ ୬୩.୩୦ ଲକ୍ଷ, ପାରସୀ ସମବାୟ ବ୍ୟାଙ୍କ ଉପରେ ୪୩.୪୦ ଲକ୍ଷ, ନକୋଦର ହିନ୍ଦୁ ସହରୀ ସମବାୟ ବ୍ୟାଙ୍କ ଉପରେ ୬ ଲକ୍ଷ ଓ ଦି ନବନିର୍ମାଣ ସମବାୟ ବ୍ୟାଙ୍କ ଉପରେ ୧ ଲକ୍ଷ ଟଙ୍କା ଜରିମାନା ଲାଗୁ କରାଯାଇଛି । ନିର୍ଦ୍ଦେଶନାମା ପାଳନ ନ କରିବା କାରଣରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଆରବିଆଇ ଏକ ନୋଟିସ୍ ଜାରି କରି ସୂଚନା ଦେଇଛି । ସୂଚନାଯୋଗ୍ୟ ଯେ, ସରକାରୀ, ଘରୋଇ ଓ ସମବାୟ ବ୍ୟାଙ୍କମାନଙ୍କ ପାଇଁ ଆରବିଆଇ କିଛି ନିୟମ ଲାଗୁ କରିଥିବା ବେଳେ ବ୍ୟାଙ୍କମାନେ ସେହିସବୁ ନିୟମ ପାଳନ ନକଲେ ଆକ୍ସନ ନିଆଯାଇଥାଏ ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା