ବିମାନ ସେବା କ୍ଷେତ୍ରରେ ଏକ ବଡ଼ ସଙ୍କଟ ଦେଖାଦେଇଛି ଯାହାର ପ୍ରଭାବରେ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଟାଟା ଗ୍ରୁପ୍ ଅଧୀନରେ ପରିଚାଳିତ ହେଉଥିବା ଏୟାରଲାଇନ୍ସ ଭିସ୍ତାରାର ବିମାନଗୁଡ଼ିକର ଉଡ଼ାଣ ଅହେତୁକ ବିଳମ୍ବ ହେବା ଏବଂ ହଠାତ୍ ବାତିଲ ହେବା ଭଳି ଘଟଣା ଯୋଗୁଁ ଯାତ୍ରୀମାନେ ଅଡ଼ୁଆରେ ପଡ଼ିଛନ୍ତି। କମ୍ପାନି କର୍ତ୍ତୃପକ୍ଷ ଓ ପାଇଲଟ୍ଙ୍କ ଭିତରେ ମତଭେଦ ଯୋଗୁଁ ଏହି ସ୍ଥିତି ସୃଷ୍ଟି ହୋଇଛି। ଉଭୟ ପକ୍ଷ ମଧ୍ୟରେ ଚାଲିଥିବା ଆଲୋଚନାରେ କୌଣସି ସମାଧାନ ବାଟ ବାହାରୁନାହିଁ। ଇତି ମଧ୍ୟରେ ୧୪ ଜଣ ପାଇଲଟ୍ ଚାକିରି ଛାଡ଼ିଥିବା ଖବର ମଧ୍ୟ ଆସୁଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post