ସାରା ଦେଶରେ ଖାଦ୍ୟ ସାମଗ୍ରୀର ମୂଲ୍ୟ ବୃଦ୍ଧି ନେଇ ସାଧାରଣ ଜନତା ଚିନ୍ତାରେ ପଡ଼ିଛନ୍ତି, କିନ୍ତୁ ବର୍ତ୍ତମାନ ସରକାରଙ୍କଠାରୁ ଏକ ରିଲିଫ୍ ଖବର ଆସିଛି । ଖାଦ୍ୟ ସଚିବ ସଞ୍ଜୀବ ଚୋପ୍ରା କହିଛନ୍ତି ଯେ ଦେଶରେ ଗହମ, ଚାଉଳ, ଚିନି, ଖାଇବା ତେଲ ଭଳି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଯୋଗାଣ ଯଥେଷ୍ଟ ରହିଛି ଏବଂ କଳା ବଜାର ବ୍ୟବସାୟୀଙ୍କ ଉପରେ ସରକାର ତୀକ୍ଷ୍ଣ ନଜର ରଖିଛନ୍ତି । ଏହା ଆଗାମୀ ପାର୍ବଣ ସମୟରେ ଏହି ଖାଦ୍ୟ ସାମଗ୍ରୀର ଖୁଚୁରା ମୂଲ୍ୟକୁ ନିୟନ୍ତ୍ରଣରେ ରଖିବ । ଚୋପ୍ରା ଗଣମାଧ୍ୟମକୁ କହିଛନ୍ତି ଯେ, ମୋର ଆକଳନ ହେଉଛି ଚାଉଳ ହେଉ କି ଗହମ ହେଉ କିମ୍ବା ଚିନି କିମ୍ବା ଖାଇବା ତେଲ ହେଉ, ଆଗାମୀ ପର୍ବଗୁଡ଼ିକରେ ସେମାନଙ୍କର ମୂଲ୍ୟ ବୃଦ୍ଧି ହେବାର କୌଣସି ସମ୍ଭାବନା ନାହିଁ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post