ସାରା ରାଜ୍ୟର ବିଭିନ୍ନ ସହରରେ ବଢିଛି ପିଆଜ ଦର । ତେବେ ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ପିଆଜ ଦର କିଲୋ ପ୍ରତି ୭୦ ଟଙ୍କାରେ ପହଞ୍ଚିଥିବାବେଳେ, କଟକରେ କିଲୋ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି ପିଆଜ । ଯାହା ଏବେ ଖାଉଟିଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି ।ଆଳୁ ପରେ ଗତ ୨ ମାସ ହେବ ଲଗାତର ଭାବେ ପିଆଜ ଦର ବୃଦ୍ଧି ପାଇବାରେ ଲାଗିଛି । ତେବେ ମହାରାଷ୍ଟ୍ର ର ନାସିକରେ ପିଆଜର ଦର ବୃଦ୍ଧି ପାଇଥିବାରୁ ରାଜ୍ୟରେ ମଧ୍ୟ ଦର ବଢି ଚାଲିଥିବା ସୂଚନା ରହିଛି ।ଅନ୍ୟପଟେ ବ୍ୟବସାୟୀ ସଂଘ ଅଭିଯୋଗ କରିଛନ୍ତି ଯେ, କର୍ପୋରେଟ ସଂସ୍ଥାର ଦର ନିର୍ଦ୍ଧାରଣ ଯୋଗୁଁ ପିଆଜ ଦର ବଢୁଛି ।
Trending
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
- ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍ଟ୍ୟାଗ ବାର୍ଷିକ ପାସ୍
Prev Post
Next Post