ସାରା ରାଜ୍ୟର ବିଭିନ୍ନ ସହରରେ ବଢିଛି ପିଆଜ ଦର । ତେବେ ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ପିଆଜ ଦର କିଲୋ ପ୍ରତି ୭୦ ଟଙ୍କାରେ ପହଞ୍ଚିଥିବାବେଳେ, କଟକରେ କିଲୋ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି ପିଆଜ । ଯାହା ଏବେ ଖାଉଟିଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି ।ଆଳୁ ପରେ ଗତ ୨ ମାସ ହେବ ଲଗାତର ଭାବେ ପିଆଜ ଦର ବୃଦ୍ଧି ପାଇବାରେ ଲାଗିଛି । ତେବେ ମହାରାଷ୍ଟ୍ର ର ନାସିକରେ ପିଆଜର ଦର ବୃଦ୍ଧି ପାଇଥିବାରୁ ରାଜ୍ୟରେ ମଧ୍ୟ ଦର ବଢି ଚାଲିଥିବା ସୂଚନା ରହିଛି ।ଅନ୍ୟପଟେ ବ୍ୟବସାୟୀ ସଂଘ ଅଭିଯୋଗ କରିଛନ୍ତି ଯେ, କର୍ପୋରେଟ ସଂସ୍ଥାର ଦର ନିର୍ଦ୍ଧାରଣ ଯୋଗୁଁ ପିଆଜ ଦର ବଢୁଛି ।
Trending
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
Prev Post
Next Post