ଗୁଗଲର ପ୍ୟାରେଣ୍ଟ କମ୍ପାନୀ ଆଲଫାବେଟ ପୁଣି ଥରେ କର୍ମଚାରୀମାନଙ୍କୁ ଛଟେଇ କରିଛି। ନିଯୁକ୍ତିରେ ଚାଲିଥିବା ମନ୍ଥର ଗତିର ଏକ ଅଂଶ ଭାବରେ ବିଶ୍ୱସ୍ତରୀୟ ନିଯୁକ୍ତି ଟିମ୍ ମଧ୍ୟରେ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରାଯାଉଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।ଗତ ତିନିମାସରେ କର୍ମଚାରୀଙ୍କ ଛଟେଇ କରିବାରେ ଆଲଫାବେଟ ହେଉଛି ପ୍ରଥମ ‘ବିଗ୍ ଟେକ’ କମ୍ପାନୀ। ଏହାପୂର୍ବରୁ ମେଟା, ମାଇକ୍ରୋସଫ୍ଟ ଏବଂ ଆମାଜନ ଭଳି କମ୍ପାନୀମାନେ ୨୦୨୩ ଆରମ୍ଭରୁ ଆକ୍ରମଣାତ୍ମକ ଭାବରେ ଛଟେଇ କରିଥିଲେ।ଜାନୁଆରୀରେ ଆଲଫାବେଟ ପ୍ରାୟ ୧୨,୦୦୦ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରିଥିଲା। ଫଳରେ କମ୍ପାନୀର କର୍ମଚାରୀଙ୍କ ସଂଖ୍ୟାରେ ୬% ହ୍ରାସ ଘଟିଥିଲା।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post