ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ ନ୍ୟୁ ସ୍କୋଡା ମଣ୍ଟେ କାର୍ଲୋର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍ର ଏହି ମଡେଲ ନିକଟରେ ବଜାର ପ୍ରବେଶ ହୋଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଟ୍ରିନିଟି ସ୍କୋଡା ଭୁବନେଶ୍ୱର (ଟ୍ରିନିଟି ମୋଟର୍ସ) ପକ୍ଷରୁ ଏକ ଗ୍ରାହକ ଡେଲିଭରି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ କଟକ ଜିଲା ନିଶ୍ଚିତକୋଇଲିର ସୁରେନ୍ଦ୍ରନାଥ ସାହୁ ସ୍କୋଡା ସାଲଭିଆ ମଣ୍ଟେ କାର୍ଲୋର ପ୍ରଥମ ଗ୍ରାହକ ଭାବେ ଶୋ’ରୁମ୍ରୁ ଉକ୍ତ ଗାଡ଼ି ଗ୍ରହଣ କରିଥିଲେ।
Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Prev Post
Next Post