ପୁରାତନ ଶିଳ୍ପସଂସ୍ଥା ବିର୍ଲା ଟାୟାର୍ସର ନୂଆ ମାଲିକାନାକୁ ଏଚ୍ଏସ୍ସିଏଲ୍ (ହିମାଦ୍ରୀ ସ୍ପେସାଲିଟି କେମିକାଲ୍ସ ଲିମିଟେଡ୍) ହାତକୁ ନେଇଛି। ଜାତୀୟ କମ୍ପାନି ଆଇନ ପ୍ରାଧିକରଣ (ଏନ୍ସିଏଲ୍ଟି) ନିର୍ଦ୍ଦେଶକ୍ରମେ ଆଜି ପୂର୍ବାହ୍ନରେ ବିର୍ଲା ଟାୟାର୍ସ ପରିସରରେ ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ, ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ, ବାଲେଶ୍ବର ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ, ବାଲେଶ୍ବର ଏସ୍ପି ସାଗରିକା ନାଥଙ୍କ ଉପସ୍ଥିତିରେ ଏଚ୍ଏସ୍ସିଏଲ୍କୁ ଏନ୍ସିଏଲ୍ଟି କୋଲକାତା ବେଞ୍ଚର ରିଜୋଲ୍ୟୁସନ୍ ପ୍ରଫେସନାଲ୍ସ ବିର୍ଲାର ସମସ୍ତ କାଗଜପତ୍ର ହସ୍ତାନ୍ତର କରିଛନ୍ତି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post